Posted inଫୁରସତ

୭୯ ବର୍ଷରେ ମାଟ୍ରିକ୍‌ ପାସ୍‌

ଉଦ୍ଧମ ସିଂ ନଗର(ଉତ୍ତରାଖଣ୍ଡ): ଦୃଢ ଇଚ୍ଛାଶକ୍ତି ପାଖରେ ବୟସ ବି ହାର୍‌ ମାନିଥାଏ। ଏହାର ପ୍ରମାଣ ଦେଇଛନ୍ତି ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍‌ପିଏଫ୍‌ ସୁବେଦାର-ମେଜର। ପାଠ ପଢିବା ଲାଗି କୌଣସି ବୟସ ନ ଥାଏ ବୋଲି ମଧ୍ୟ ସେ ଜଣାଇ ଦେଇଛନ୍ତି। ଉତ୍ତରାଖଣ୍ଡର ଖତିମା ସହରରେ ରହୁଥିବା ଦାନୀ ରାମ ସିଆର୍‌ପିଏଫ୍‌ ସୁବେଦାର-ମେଜର ଭାବେ କାମ କରି ଅବସର ନେଇଛନ୍ତି। ହେଲେ ତାଙ୍କର ଇଚ୍ଛାଥିଲା ସେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଭାବେ ଅବସର ନେବେ। କିନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା ନ ହେବାରୁ ସେ ସିଆର୍‌ପିଏଫ୍‌ ସୁବେଦାର-ମେଜର ଭାବେ ଅବସର ନେଇଥିଲେ। ଏହାପରେ ସେ ଅତିକମ୍‌ରେ ମାଟ୍ରିକ ପାସ୍‌ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଉ ୭୯ ବର୍ଷରେ ସେ ଏହା କରିଦେଖାଇଥିବାରୁ ଖୁବ୍‌ ଖୁସି ପ୍ରକାଶ କରିଛନ୍ତି। ତାଙ୍କ ଝିଅ ଶିକ୍ଷକତା କରୁଥିବା ବେଳେ ଏଥିପାଇଁ ସେ ଦାନୀ ରାମଙ୍କୁ ପ୍ରେରଣା ଦେଇଥିବା କହିଛନ୍ତି। ତେଣୁ ଜୀବନରେ ସମସ୍ତେ ଉଚ୍ଚ ଶିକ୍ଷିତ ହେବା ଭଲ ବୋଲି ଦାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri