୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଦକ୍ଷିଣ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଏବଂ ରାୟଗଡା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ଅନୁଗୋଳ, ଜଗତସିଂହପୁର, କଟକ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ୨୧.୫, କେନ୍ଦୁଝର ୪୭.୬, ତାଳଚେର ୪୦, ବଲାଙ୍ଗୀର ୧୦.୬, ଟିଟିଲାଗଡ ୯.୮, ସୋନପୁର ୧୧.୮, ନୟାଗଡ ୩୭.୧, ବୌଦ୍ଧ ୫୬.୨ ଏବଂ ଛତ୍ରପୁରରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri