ବାରିପଦା ଅଫିସ,୨୫ା୧- ଅତ୍ୟଧିକ ମାଲ୍ ପରିବହନ କରୁଥିବା ୭ ଭାରିଯାନ (ଟ୍ରେଲର) ଡ୍ରାଇଭରଙ୍କ ଲାଇସେନ୍ସ ୩ ମାସ ପର୍ଯ୍ୟନ୍ତ ବାତିଲ କରାଯାଇଛି। ଏହି ଟ୍ରେଲରଗୁଡିକରୁ ୫ ଲକ୍ଷ ୫୫୦ ଟଙ୍କା ଜରିମାନା ମଧ୍ୟ ଆଦାୟ କରାଯାଇଛି। ମୟୂରଭଞ୍ଜ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ସୂଚନା ଅନୁଯାୟୀ, ବିଭାଗର ଏମଭିଆଇ ଶିଶିର କୁମାର ସାହୁ ଓ ଜୁନିୟର ଏମଭିଆଇ ଦେବଦାସ ପାଇକରାୟଙ୍କ ନେତୃତ୍ୱରେ ଏକ ଟିମ୍ ବାରିପଦାର ଦରଖୁଲି ନିକଟରେ ତାମିଲନାଡୁର ତ୍ରୀଚି ଅଞ୍ଚଳରୁ ଝାଡଖଣ୍ଡର ରାମଗଡ ଅଭିମୁଖେ ଯାଉଥିବା ୭ଟି ଟ୍ରେଲରକୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଏହି ଟ୍ରେଲରଗୁଡିକରେ ଧାର୍ଯ୍ୟଠାରୁ ଅତ୍ୟଧିକ ମାଲ୍ ପରିବହନ ହେଉଥିବା ଜଣା ପଡିଥିଲା।
ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ
ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…
ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ
ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…
ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ
ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…
ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା
ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…
ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି
ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ…
ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…
ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…
ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…
ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…
ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ
ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା…
Archives

