୭ ପରୀକ୍ଷା କେନ୍ଦ୍ରରୁ ୩୨ ଧରାପଡ଼ିଲେ

ନରସିଂହପୁର,୨୭ା୨(ଡି.ଏନ୍‌.ଏ.): ବୁଧବାର ମାଟ୍ରିକର ଗଣିତ ପରୀକ୍ଷା ଚାଲିଥିବା ବେଳେ ନରସିଂହ ବ୍ଲକ ଅନ୍ତର୍ଗତ ୭ ପରୀକ୍ଷା କେନ୍ଦ୍ରରୁ ୩୨ ଜଣ ପିଲା କପି କରୁଥିବା ବେଳେ ସ୍କ୍ବାଡ୍‌ ହାତରେ ଧରାପଡିଛନ୍ତି। ଏହାପରେ ସମ୍ପୃକ୍ତ ପିଲାଙ୍କୁ ମାଲ୍‌ ପ୍ରାକ୍ଟସ୍‌ କରିଦିଆଯାଇଛି। ସେମାନଙ୍କ ମଧ୍ୟରେ କାନପୁର ବାଳିକା ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରର ୬, ମଦନ ଗୋପାଳ ହାଇସ୍କୁଲ ବାଲିଝରି ପରୀକ୍ଷା କେନ୍ଦ୍ରର ୧୬, ବଶୀଂଧର ହାଇସ୍କୁଲ କାନପୁର ପରୀକ୍ଷା କେନ୍ଦ୍ରର ୩, ଲିଙ୍ଗରାଜ ହାଇସ୍କୁଲ କୋକଳବା ପରୀକ୍ଷାକେନ୍ଦ୍ରର ୩, ପଞ୍ଚାୟତ ବିଦ୍ୟାପୀଠ ନିମସାହି-ଡମକଟା ପରୀକ୍ଷା କେନ୍ଦ୍ରର ୨ ଜଣଙ୍କ ସମେତ ବିଏସ ବିଦ୍ୟାପୀଠ ସାଗର ପରୀକ୍ଷା କେନ୍ଦ୍ର ଓ ମା’ବାଉତି ବିଦ୍ୟାପୀଠ ଏକଡାଳ ପରୀକ୍ଷା କେନ୍ଦ୍ରରୁ ଜଣେ ଲେଖାଏଁ ପରୀକ୍ଷାର୍ଥୀ ରହିଛନ୍ତି। ନରସିଂହପୁର ବ୍ଲକରେ ସମୁଦାୟ ୧୪ କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri