ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ମୋଟ୍ ୫୬୯୬ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ୮ମ ରାଉଣ୍ଡରେ ମୁକେଶ ପାଲ ୨୨୨୫ ଖଣ୍ଡ ଭୋଟ, ଭାଜପାର ଅଶୋକ ମହାନ୍ତି ୧୭୭୩ ଖଣ୍ଡ ଭୋଟ ପାଇଛନ୍ତି।
ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ମୋଟ୍ ୫୬୯୬ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ୮ମ ରାଉଣ୍ଡରେ ମୁକେଶ ପାଲ ୨୨୨୫ ଖଣ୍ଡ ଭୋଟ, ଭାଜପାର ଅଶୋକ ମହାନ୍ତି ୧୭୭୩ ଖଣ୍ଡ ଭୋଟ ପାଇଛନ୍ତି।
ନୂଆପଡ଼ା,୨୨ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ...
ପାଟ୍ନା,୧୫ା୧୦: ଶାସକ ଦଳ ଜେଡିୟୁ ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଜେଡିୟୁ ମୋଟ୍ ୫୭ଜଣ ପ୍ରାର୍ଥୀଙ୍କ ନାମ...
ପାଟ୍ନା,୬ା୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ଏହି ନିର୍ବାଚନ ନଭେମ୍ବର ୬ରେ ଅନୁଷ୍ଠିତ ହେବ। ତେବେ...
ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା...
ମୁମ୍ବାଇ,୨୦ା୧୧: ବୁଧବାର ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୨୮୮ଟି ଆସନ ପାଇଁ ଭୋଟ୍ ଗ୍ରହଣ କରାଯାଉଛି। ସମସ୍ତ ବଲିଉଡ୍ ଷ୍ଟାର୍ ଭୋଟ୍ ଦେଇ ନିଜର କର୍ତ୍ତବ୍ୟ ପାଳନ...
ରାଞ୍ଚି,୧୦ା୧୧: ଏନ୍ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ...
ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।...
ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି।...
