୮୦୬ ଗାଡ଼ି ଜବତ

କେନ୍ଦୁଝର, ୭ା୪(ଡି.ଏନ୍‌.ଏ./ସ୍ବ.ପ୍ର.)- ଲକ୍‌ ଡାଉନ କଟକଣା ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲାରେ ୮୦୬ ଗାଡ଼ି ଜବତ ହୋଇଛି। ୫୫ ଜଣଙ୍କ ନାମରେ ପୋଲିସ ମାମଲା ରୁଜୁ କରିଛି ଏଥିମଧ୍ୟରୁ କେନ୍ଦୁଝର ସହରରେ ୧ଶହରୁ ଊର୍ଦ୍ଧ୍ୱ ଗାଡ଼ି ଜବତ ହୋଇଛି। ଜିଲାରେ ବିନା କାରଣରେ ବୁଲୁଥିବା ଯୁବକଙ୍କୁ ପୋଲିସ ବାରମ୍ବାର ତାଗିଦ୍‌ କରୁଥିବା ସତ୍ତ୍ୱେ ସେମାନେ ଅମାନିଆ ହୋଇ ବାଇକ ଧରି ବୁଲୁଥିଲେ। ପରିସ୍ଥିତିକୁ ଆୟତ୍ତକୁ ଆଣିବା ପାଇଁ ପୋଲିସ ପୂର୍ବରୁ ବାଇକ୍‌ ଚାଳକଙ୍କ ବାଇକ ଚାବି ନେବା ସହ ପମ୍ପ ଖୋଲି ଦେଉଥିଲେ। ଏହା ସତ୍ତ୍ୱେ କେତେକ ଯୁବକ ରାସ୍ତାଘାଟରେ ବୁଲୁଥିବାବେଳେ ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରି ବାଇକ୍‌ ସିଜ କରିବା ପ୍ରକ୍ରିୟା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri