Posted inଖେଳ

୮୧ରେ ଅଟକିଲା ଟିମ୍‌ ଇଣ୍ଡିଆ

କଲମ୍ବୋ,୨୯।୭: ଘରୋଇ ଶ୍ରୀଲଙ୍କା ବୋଲରଙ୍କ ଆଗରେ ଧରାଶାୟୀ ହୋଇଛି ଭାରତୀୟ ଦଳର ବ୍ୟାଟିଂ ଲାଇନଅପ୍‌। ୨୦ ଓଭରରେ ୮୧ ରନ୍‌ରେ ଅଟକିଛି ଟିମ୍‌ ଇଣ୍ଡିଆ।

୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ର ଗୁରୁବାର ଅନ୍ତିମ ମ୍ୟାଚରେ ଭାରତୀୟ ଅଧିନାୟକ ଶିଖର ଧାଓ୍ବନ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍‌ ସାବ୍ୟସ୍ତ କରିପାରି ନ ଥିଲେ ଟପ୍‌ଅର୍ଡର।

ଅଧିନାୟକ ଧାଓ୍ବନ ଏବଂ ରୁତୁରାଜ ଗାଏକ୍ୱାଡ଼ ଓପନିଂ କରିଥିଲେ। ହେଲେ ପ୍ରଥମ ଓଭର ୪ ବଲ୍‌ରେ ଅଧିନାୟକ ଧାଓ୍ବନ ଖାତା ଖୋଲି ନ ପାରି ଆଉଟ୍‌ ହୋଇଥିଲେ। ସେହିପରି ରୁତୁରାଜ ଗାଏକ୍ୱାଡ଼-୧୪ ରନ୍‌, ଦେବଦତ୍ତ ପାଡିକଲ-୯, ନୀତୀଶ ରାଣା-୬, ଭୁବନେଶ୍ୱର-୧୬, ରାହୁଲ ଚହର ୫, କୁଲଦୀପ- ୨୩ ରନ୍‌, ସାକାରିଆ ୫ ରନ୍‌ କରିଥିଲେ। ଶ୍ରୀଲଙ୍କାର ୱାନିନ୍ଦୁ ହାସରାଙ୍ଗା ୪ ଉଇକେଟ ନେଇଥିବା ବେଳେ ଅଧିନାୟକ ଦାସୁନ ଶାନାକା ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri