୮ ଓଏଏସ୍‌ ଅଧିକାରୀଙ୍କୁ ଅତିରିକ୍ତ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୧୨।୨(ବ୍ୟୁରୋ):ରାଜ୍ୟ ସରକାର ୮ ଜଣ ଓଏଏସ୍‌ (ସୁପରିୟର ଆଡମିନିଷ୍ଟ୍ରେଟିଭ ଗ୍ରେଡ) ଅଫିସରଙ୍କୁ ସ୍ପେଶାଲ ସେକ୍ରେଟାରି ର଼୍ୟାଙ୍କକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଓଏଏସ୍‌(ଏସଏଏଜି) ଅଫିସର ଅଭୟ କୁମାର ମହାନ୍ତିଙ୍କୁ ପଦୋନ୍ନତି ପରେ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ସେକ୍ରେଟାରି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ବ୍ରତତୀ ହରିଚନ୍ଦନଙ୍କୁ ଏସ୍‌ଏସ୍‌ଇପିଡି ନିର୍ଦ୍ଦେଶିକା, ମନ୍ମଥ କୁମାର ବିଶ୍ୱାଳଙ୍କୁ ଏମ୍‌ଏସ୍‌ଏମ୍‌ଇ ଅତିରିକ୍ତ ସଚିବ ସହ ବିଜ୍ଞାନ ଓ ବୈଷୟିକ ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ନରେନ୍ଦ୍ର କୁମାର ମନ୍ତ୍ରୀଙ୍କୁ ସୂଚନା ଅଧିକାର କମିଶନଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ବିରଞ୍ଚିନାରାୟଣ ମହାନ୍ତିଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ, ଲକ୍ଷ୍ମୀଧର ମହାନ୍ତିଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ, ରାଜା ପରିଜାଙ୍କୁ ଏସ୍‌ସି/ଏସ୍‌ଟି, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ ସମ୍ପ୍ରଦାୟ ବିଭାଗର ନିର୍ଦ୍ଦେଶକ ଏବଂ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କୁ ପିଏ ବିଭାଗ ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri