୮ ଓଏଏସ୍‌ ଅଫିସରଙ୍କ ପଦୋନ୍ନତିକୁ ମୋହର

ଭୁବନେଶ୍ୱର, ୨୯।୧ (ବ୍ୟୁରୋ): ଆଇଏଏସ୍‌ ଅଫିସର ପାହ୍ୟାକୁ ପଦୋନ୍ନତି ଦେବାକୁ ରାଜ୍ୟ ସରକାର ୮ ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ସେମାନେ ହେଲେ ମୁରଲୀଧର ବାରିକ, ସୁଶାନ୍ତ କୁମାର ବାରିକ, ଉମାକାନ୍ତ ତ୍ରିପାଠୀ, ବିଷ୍ଣୁ ପ୍ରସାଦ ମିଶ୍ର, ଶୁଭେନ୍ଦୁ କାନୁନଗୋ, ରାମକୃଷ୍ଣ ସାହୁ, ରବୀନ୍ଦ୍ର ନାଥ ସାହୁ ଏବଂ ଚିତ୍ତରଞ୍ଚନ ମହାନ୍ତି। ଏଥିସହିତ କେନ୍ଦ୍ର ଡେପୁଟେଶନରେ ଥିବା ୧୯୯୮ ବ୍ୟାଚ ଆଇଏଏସ୍‌ ଅଫିସର ସୁରେଶ କୁମାର ବଶିଷ୍ଠ ଓଡ଼ିଶା ଫେରୁଛନ୍ତି। ଅନ୍ୟପକ୍ଷରେ ୧୯୯୮ ବ୍ୟାଚ ଆଇଏଏସ୍‌ ଅଫିସର ବିଶାଲ ଗଗନଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ଯିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସେ ପ୍ରତିରକ୍ଷା ମନ୍ତ୍ରଣାଳୟରେ ଯୋଗଦେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri