୮ ଦଫା ଦାବି ନେଇ ଧାରଣାରେ ବସିଲେ ଗ୍ରାମବାସୀ

ବଡବିଲ, ୧୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ବଡବିଲ ଶ୍ରୀ ଜଗନ୍ନାଥ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡ କମ୍ପାନୀ ବିରୋଧରେ କାରାଖେଣ୍ଡ୍ରା ଗ୍ରାମବାସୀ ମଙ୍ଗଳବାର ସକାଳୁ ଆନ୍ଦୋଳନ ଆରମ୍ଭ କରିଛନ୍ତି। ସ୍ଥାନୀୟ ବେକାରଙ୍କୁ ନିଯୁକ୍ତି, ପ୍ରଦୂଷଣ ନିୟନ୍ତ୍ରଣ, ସ୍ବାସ୍ଥ୍ୟସେବା, ଗମନାଗମନ ବ୍ୟବସ୍ଥା ଆଦି ୮ ଦଫା ଦାବି ନେଇ ଉଲିବୁରୁ ଗ୍ରାମ ଓ ପ୍ଲାଣ୍ଟକୁ ଯାଇଥିବା ରାସ୍ତା ଅବରୋଧ କରି ଗ୍ରାମବାସୀ ଧାରଣାରେ ବସିଛନ୍ତି। ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଜାରି ରହିବ ବୋଲି ପଞ୍ଚାୟତ ସମିତି ସଭ୍ୟ ତୁଳସୀ ମୁଣ୍ଡା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri