Posted inଜାତୀୟ

୮ ଫୁଟ ୧ ଇଞ୍ଚ ଉଚ୍ଚା ଧର୍ମେନ୍ଦ୍ର ଯୋଗୀଙ୍କୁ ମାଗିଲେ ସହାୟତା

ଲକ୍ଷ୍ନୌ,୧୭।୮: ଭାରତର ସବୁଠାରୁ ଉଚ୍ଚା ବ୍ୟକ୍ତି ଧର୍ମେନ୍ଦ୍ର ନିଜ ଚିକିତ୍ସା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କର ହିପ୍‌ ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି ୮ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ସେ ଶନିବାର ଯୋଗୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ତେବେ ଯୋଗୀ ନ ଥିବାରୁ ସେ ଆର୍ଥିକ ସହାୟତା ଲାଗି ଏକ ପତ୍ର ଲେଖି କାର୍ଯ୍ୟାଳୟରେ ଦେଇଛନ୍ତି। ସୂଚନାଯୋଗ୍ୟ, ହିନ୍ଦୀରେ ଏମ୍‌ଏ ପାଶ୍‌ କରିଥିବା ଧର୍ମେନ୍ଦ୍ର ରାଜ୍ୟର ପ୍ରତାପଗଡ଼ର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ! ଟ୍ରମ୍ପ କହିଲେ ଯୁଦ୍ଧବିରତିର ଚୁକ୍ତି ଖୁବ ନିକଟତର…

ମସ୍କୋ/କ୍ୱିଭ,୧୬।୧୨: ଡିସେମ୍ବର ୧୫ରେ ହ୍ବାଇଟ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ, ‘ମୁଁ ବିଶ୍ୱାସ କରେ...

Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ

ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ,...

୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା...

ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..

ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ,...

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ...

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି...

‘ଜମ୍ମୁ-କଶ୍ମୀର ଆମର ଥିଲା ରହିବ…’ ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୧୬।୧୨: ଜାତିସଂଘ ସୁରକ୍ଷା ପରିଷଦରେ ‘ଶାନ୍ତି ପାଇଁ ନେତୃତ୍ୱ’ ବା‘ଲିଡରଶିପ ଫର ପିସ୍‌’ ଉପରେ ଖୋଲା ବିତର୍କ ସମୟରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି।...

ଜଗନ୍ନାଥ ଗ୍ରହଣୀୟ

‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri