Posted inଖେଳ

୮ ମହିଳା ରେସଲର ସସ୍‌ପେଣ୍ଡ

ନୂଆଦିଲ୍ଲୀ,୧୬।୧(ପି.ଟି.)- ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ୮ ଜଣ ମହିଳା ରେସଲରଙ୍କୁ ଗୋଟିଏ ବର୍ଷ ପାଇଁ ସସ୍‌ପେଣ୍ଡ କରିଛି। ଲକ୍ଷ୍ନୌରେ ଅନୁଷ୍ଠିତ ଜାତୀୟ କ୍ୟାମ୍ପରୁ ନିଜ ଇଚ୍ଛାରେ ଚାଲିଯିବା କାରଣରୁ ଡବ୍ଲ୍ୟୁଏଫ୍‌ଆଇ ଏହି ନିଷ୍ପତ୍ତି ଗ୍ରହଣ କରିଛି। କ୍ୟାମ୍ପରେ ଟ୍ରାଏଲ୍ସରେ ଯୋଗ ଦେବା ପରେ ରେସଲରମାନେ ନିଜ ଇଚ୍ଛାରେ ଚାଲିଯାଇ ଶୃଙ୍ଖଳା ଭଙ୍ଗ କରିଥିଲେ। ଫଳରେ ଡବ୍ଲ୍ୟୁଏଫ୍‌ଆଇର ଶୃଙ୍ଖଳାଗତ କମିଟି ଏହି ନିଷ୍ପତ୍ତି ନେଇଛି। ସସ୍‌ପେଣ୍ଡ ହୋଇଥିବା ରେସଲରମାନେ ହେଲେ ହରିୟାଣାର ଅଙ୍କୁଶ (୫୩ କେ.ଜି.), ରୌନକ (୬୪ କେ.ଜି.) ଓ ସୁମନ (୬୮ କେ.ଜି.) ଏବଂ ଦିଲ୍ଲୀର ବଣ୍ଟି (୫୫ କେ.ଜି.) ଓ ସୁଷମା ସୌକିନ (୫୭ କେ.ଜି.)। ସେହିପରି ରାଜସ୍ଥାନର ଶୀତଲ ତୋମାର (୫୦ କେ.ଜି.), ମହାରାଷ୍ଟ୍ରର ରେଶମା ମାନେ (୬୯ କେ.ଜି.) ଓ ରେଲଓ୍ବେର ନିକ୍କି (୭୯ କେ.ଜି.)ଙ୍କୁ ମଧ୍ୟ ବାସନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?