୮ ମାସର ଶିଶୁପୁତ୍ରକୁ ଚେଙ୍କ

ଉମରକୋଟ,୬ା୨(ଡି.ଏନ.ଏ): ରୋଗରେ ଆକ୍ରାନ୍ତ ଶିଶୁଙ୍କୁ ଚେଙ୍କ ନ ଦେଇ ଆବଶ୍ୟକ ଚିକିତ୍ସା କରିବାକୁ ଲୋକମାନଙ୍କୁ ସଚେତନ କରାଯାଉଛି। ତଥାପି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ପରିବାର ଲୋକ ଶିଶୁଙ୍କୁ ଡାକ୍ତରଖାନା ନେବା ପରିବର୍ତ୍ତେ ଦିଶାରୀ ଓ ଗୁଣିଆ ପାଖକୁ ନେଇ ଚେଙ୍କ ଚିକିତ୍ସା କରୁଛନ୍ତି। ଏଭଳି ଚେଙ୍କ ଚିକିତ୍ସା କରାଯାଇ ଏକ ୮ ମାସର ଶିଶୁପୁତ୍ରଙ୍କୁ ଗୁରୁତର ଅବସ୍ଥାରେ ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଛତିଶଗଡ ରାଜ୍ୟ ମାଙ୍କଡି ପଞ୍ଚାୟତ ବଡଗାଁର ଶ୍ରୀରାମ ରାଠୋର ଓ ସଂଯୁକ୍ତାଙ୍କ ୮ ମାସର ଶିଶୁପୁତ୍ରକୁ କିଛି ଦିନ ତଳେ ଜ୍ୱର ହୋଇଥିଲା। ଶିଶୁଟିକୁ ଡାକ୍ତରଖାନା ନେବା ପରିବର୍ତ୍ତେ ଜେଜେମା’ କଚିଲାବାଈ ଗଣ୍ଡ ଶିଶୁପୁତ୍ର ପେଟରେ ୩ଟି ଚେଙ୍କ ଦେଇଥିଲେ। କିନ୍ତୁ ଶିଶୁପୁତ୍ରର ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ଚିକିତ୍ସା ପାଇଁ ମା’ ଓ ବାପା ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ପରୀକ୍ଷା କରିବା ପରେ ଶିଶୁପୁତ୍ରଟି ନିମୋନିଆରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

RSSର ବଡ଼ ପ୍ଲାନ! ମୋଦିଙ୍କ ପରେ Gen-Zଙ୍କ ସହ ସିଧାସଳଖ କଥା ହେବେ ମୋହନ ଭାଗବତ

ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ…

ବିଶ୍ବ ବାଣିଜ୍ୟ ଦିବସ: ଆଧୁନିକ ଭାରତ ନିର୍ମାଣରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ…

ବାଙ୍କିପୁର ବିଜୟ ପରେ ପିଏମ୍‌ ମୋଦିଙ୍କୁ ଏହି ଅପିଲ କଲେ ପ୍ରଶାନ୍ତ କିଶୋର, ଆଶ୍ଚର୍ଯ୍ୟ ହୋଇଗଲା ଭାଜପା!

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିଛନ୍ତି ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ତେବେ ଭୋଟ ଗଣତି ଚାଲିଥିବା ସମୟରେ ଗଣମାଧ୍ୟମ ସହ…

୧୬ଦିନରେ ୨ଟା ଗ୍ରହଣ: ସତ୍ତାରୁ ସୀମା ଯାଏ ବଡ଼ ହଲଚଲ! ଭାରତୀୟଙ୍କ ଉପରେ ମାଡ଼ି ଆସୁଛି ବଡ଼ ବିପଦ

ଅଗଷ୍ଟ ମାସ ବିଶେଷ ହେବାକୁ ଯାଉଛି। ଏହି ମାସରେ ମାତ୍ର ୧୬ ଦିନ ମଧ୍ୟରେ ସୂର୍ଯ୍ୟ ଓ ଚନ୍ଦ୍ର ଉଭୟଙ୍କ ଉପରେ ଗ୍ରହଣର ଛାୟା ପଡ଼ିବ। ପ୍ରଥମ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍‌ କଲା ICC

ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri