କେନ୍ଦୁଝର, ୧୧ା୪(ଡି.ଏନ୍.ଏ.)- କରୋନା ଲାଗି ଲକ୍ ଡାଉନ୍ ଚାଲିଥିବା ବେଳେ କେନ୍ଦୁଝର ଜିଲାର ୯୦୯ କଳାକାରଙ୍କୁ ୪ମାସର ଅଗ୍ରୀମ ଭତ୍ତା ଦିଆଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଜିଲାର ଏହି କଳାକାରମାନଙ୍କୁ ମାର୍ଚ୍ଚରୁ ଜୁନ୍ ମାସ ପର୍ଯ୍ୟନ୍ତ ମାସକୁ ୧୨୦୦ ଟଙ୍କା ହିସାବରେ ପ୍ରତ୍ୟେକ କଳାକାରଙ୍କୁ ୪୮୦୦ ଟଙ୍କା ଲେଖାଏଁ ସେମାନଙ୍କ ଆକାଉଣ୍ଟକୁ ଅନ୍ଲାଇନ୍ ଟ୍ରାନ୍ସଫର କରାଯାଇଛି। ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ଏହି ସୂଚନା ଦେଇଛନ୍ତି।
ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି
କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...
ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା
ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...
ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ
ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...
ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା
ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...
ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ
ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...
ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…
ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...
କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍- କାର୍କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…
ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...
ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା
କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...
Archives


