୯୦ ପାକିସ୍ତାନୀ କନିଆଙ୍କ ଭିଜାରେ ରୋକ ଲଗାଇଲା ଚାଇନା

ବେଜିଂ,୧୬ା୫: ଚାଇନା ୯୦ ପାକିସ୍ତାନୀ କନିଆଙ୍କ ଭିଜାରେ ରୋକ ଲଗାଇଛି। ପାକିସ୍ତାନୀରୁ କନିଆ ଚାଇନା ଆଣି ସେଠାରେ ସେମାନଙ୍କୁ ଦେହବେପାରରେ ଲଗାଯାଉଥିବା ଅଭିଯୋଗ ହେବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଭିଜା ପାଇଁ ଆସିଥିବା ୧୪୨ଟି ଆବେଦନକୁ ଯାଞ୍ଚ୍‌ କରାଯାଇ ସେଥିମଧ୍ୟରୁ ୫୦ଜଣଙ୍କୁ ଭିଜା ଦିଆଯାଇଥିବା ଚାଇନା ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି। ଏହି କାର୍ଯ୍ୟ କରୁଥିବା ର଼୍ୟାକେଟର ପର୍ଦ୍ଦାଫାଶ୍‌ ପାଇଁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଥିବା କୁହାଯାଉଛି। ଚାଇନାରେ କାର୍ଯ୍ୟ କରୁଥିବା କେତେକ ଖ୍ରୀଷ୍ଟିଆନ୍‌ ସଂସ୍ଥା ଅର୍ଥ ଲୋଭ ଦେଖାଇ ଗରିବ ପାକିସ୍ତାନୀ କନିଆଙ୍କୁ ଏଠାକୁ ଆଣି ଏଭଳି କାର୍ଯ୍ୟରେ ନିୟୋଜିତ କରୁଥିବା ଅଭିଯୋଗ ହେବା ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଦୁଇଦେଶ ନାଗରିକଙ୍କ ମଧ୍ୟରେ ହଠାତ୍‌ ବିବାହ ବୃଦ୍ଧି ପାଇବାରୁ ଏହାର ଯାଞ୍ଚ୍‌ କରାଯିବା ପରେ ପ୍ରକୃତ ଘଟଣା ଜଣାପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri