Posted inଖେଳ

୯୯ବର୍ଷୀୟ ପୂର୍ବତନ ରଣ୍‌ଜୀ ଖେଳାଳିଙ୍କୁ ଭେଟିଲେ ତେନ୍ଦୁଲକର, ଓ୍ବ

ମୁମ୍ବାଇ, ୧୪ା୧(ପି.ଟି.)- କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର ଏବଂ ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ଓ୍ବ ସୋମବାର ବସନ୍ତ ରାଇଜୀଙ୍କୁ ଭେଟିଛନ୍ତି। ବର୍ତ୍ତମାନ ଜୀବିତ ଥିବା ପୂର୍ବତନ ରଣ୍‌ଜୀ ଖେଳାଳିଙ୍କ ମଧ୍ୟରେ ରାଇଜୀ ହେଉଛନ୍ତି ସବୁଠାରୁ ବୟସ୍କ। ତାଙ୍କୁ ବର୍ତ୍ତମାନ ୯୯ ବର୍ଷ। ସେ ଜଣେ ଡାହାଣହାତୀ ବ୍ୟାଟ୍ସମ୍ୟାନ ଥିଲେ। ୧୯୪୦ ଦଶକରେ ସେ ୯ ପ୍ରଥମଶ୍ରେଣୀ ମ୍ୟାଚ୍‌ ଖେଳି ମୋଟ୍‌ ୨୭୭ ରନ୍‌ ସଂଗ୍ରହ କରିଥିଲେ। ତାଙ୍କର ସର୍ବୋଚ୍ଚ ସ୍କୋର ରହିଛି ୬୮ ରନ୍‌। ଚଳିତ ମାସରେ ସେ ୧୦୦ ବର୍ଷରେ ପଦାର୍ପଣ କରିବେ। ତେନ୍ଦୁଲକର ଏବଂ ଓ୍ବ ସାଉଥ୍‌ ମୁମ୍ବାଇ ଅନ୍ତର୍ଗତ ଓ୍ବାକେଶ୍ୱର ଏରିଆରେ ରାଇଜୀଙ୍କ ବାସଭବନକୁ ଯାଇ ତାଙ୍କୁ ଭେଟିଥିଲେ। ରାଇଜୀ ଆହୁରି ମଧ୍ୟ ଜଣେ କ୍ରିକେଟ ହିଷ୍ଟୋରିଆନ୍‌। ତାଙ୍କୁ ଯେତେବେଳେ ମାତ୍ର ୧୩ ବର୍ଷ ବୟସ ହୋଇଥିଲା ଭାରତ ବମ୍ବେ ଜିମ୍‌ଖାନ୍ନାଠାରେ ଏହାର ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri