୯ କୁଇଣ୍ଟାଲ ୯୭ କେଜି ଗଞ୍ଜେଇ ଜବତ

ବୈପାରିଗୁଡ଼ା,୪ା୫(ଡି.ଏନ୍‌.ଏ.): ବୈପାରିଗୁଡା ପୋଲିସ ସୋମବାର ବାତିରିପୁଟ ଛକରୁ ୯କୁଇଣ୍ଟାଲ ୯୭କେଜି ଗଞ୍ଜେଇ ସହ ଏକ ଟ୍ରକ୍‌ ଜବତ କରିଛି। ଏ ନେଇ ବୈପାରିଗୁଡ଼ା ଥାନାରେ ଏକ ମାମଲା (ନଂ.୬୭/୨୦) ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଏକ ଟ୍ରକ୍‌(ଓଆର-୧୦ଜେ-୮୮୯୭) ଟାଙ୍ଗିଣିଗୁଡା ପଟୁ ବୈପାରିଗୁଡା ଅଭିମୁଖେ ଯାଉଥିଲା। ବାତିରିପୁଟ ଛକ ନିକଟରେ ପୋଲିସ ପାଟ୍ରୋଲିଂ ଗାଡିକୁ ଦେଖି ଟ୍ରକ୍‌ ଡ୍ରାଇଭର ଗାଡିକୁ ରାସ୍ତାରେ ରଖି ଖସି ପଳାଇଥିଲେ। ପୋଲିସ ପହଞ୍ଚି ଗଞ୍ଜେଇ ସହ ଟ୍ରକକୁ ଜବତ କରି ଥାନାକୁ ଆଣିଥିଲେ। ସ୍ଥାନୀୟ ତହସିଲଦାର କୈଳାସ ଚନ୍ଦ୍ର ତ୍ରିପାଠୀଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯାଇଥିଲା। ଜୟପୁର ଏସ୍‌ଡିପିଓ ବିମଳକାନ୍ତ ବ୍ରହ୍ମା, ଥାନା ଅଧିକାରୀ ଅଂଶୁମାନ ଦ୍ୱିବେଦୀ,ଏସ୍‌ଆଇ ଘାସିରାମ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri