୯ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମନ୍‌ସୁନ୍‌ ଟ୍ରଫଲାଇନ୍‌ ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତୋଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ଏଥିସହ ୯ଟି ଜିଲାରେ ପ୍ରବଳ ବର୍ଷା ହେବାର ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼। ତେବେ ଅଗଷ୍ଟ ପହିଲାରୁ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri