୯ ବିଦେଶ ଫେରନ୍ତାଙ୍କ ରକ୍ତ ନମୁନା ସଂଗ୍ରହ

ସୋର, ୧୧ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟ ତଥା ବିଦେଶରୁ ବାଲେଶ୍ୱର ଜିଲା ସୋର ଅଞ୍ଚଳକୁ ଫେରିଥିବା ୩୭ ଜଣ କ୍ୱାରାଣ୍ଟାଇନରେ ରହୁଛନ୍ତି। ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏହି ୯ ଜଣଙ୍କ ମଧ୍ୟରେ ଦୁବାଇରୁ ୪ଜଣ, ହଂକଂରୁ ୨, ଜର୍ମାନରୁ ୧, ମାଲେସିଆରୁ ୧ ଓ ଦକ୍ଷିଣ କୋରିଆରୁ ଜଣେ ଫେରିଥିତ୍ବା ଜଣାପଡ଼ିଛି। ବାଲେଶ୍ୱରଠାରେ ସେମାନଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri