Posted inବରଗଡ଼

ୱାରେଣ୍ଟି କୋର୍ଟ ଚାଲାଣ

ଭଟଲି,୨୭।୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ଥାନା ପୋଲିିସ ଜଣେ ପୁରୁଣା ୱାରେଣ୍ଟିଙ୍କୁ ଶନିବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣକ ହେଲେ ଲଟିପାଲି ଗ୍ରାମର ଟିକେଶ୍ୱର ବରିହା(୩୮)।
ସୂଚନାଯୋଗ୍ୟ, ଟିକେଶ୍ୱରଙ୍କ ନାମରେ ପୂର୍ବରୁ ବିଭିନ୍ନ ଚୋରି ମାମଲାରେ ଓ୍ବାରେଣ୍ଟ ଥିଲା। ପୋଲିସ ତାଙ୍କୁ ବହୁଦିନ ଧରି ଖୋଜୁ ମଧ୍ୟ ଧରିବାରେ ସଫଳ ହେଉ ନ ଥିଲା। ପୂର୍ବ ଯୋଜନା ଅନୁଯାୟୀ ଥାନା ଭାରପ୍ରାପ୍ତ ଅଧିକାରୀ ଦିଲ୍ଲୀପ ବେହେରା ଶୁକ୍ରବାର ରାତିରେ ଟିକେଶ୍ୱରଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri