Posted inବରଗଡ଼

ୱାରେଣ୍ଟି କୋର୍ଟ ଚାଲାଣ

ଭଟଲି,୨୭।୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ଥାନା ପୋଲିିସ ଜଣେ ପୁରୁଣା ୱାରେଣ୍ଟିଙ୍କୁ ଶନିବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣକ ହେଲେ ଲଟିପାଲି ଗ୍ରାମର ଟିକେଶ୍ୱର ବରିହା(୩୮)।
ସୂଚନାଯୋଗ୍ୟ, ଟିକେଶ୍ୱରଙ୍କ ନାମରେ ପୂର୍ବରୁ ବିଭିନ୍ନ ଚୋରି ମାମଲାରେ ଓ୍ବାରେଣ୍ଟ ଥିଲା। ପୋଲିସ ତାଙ୍କୁ ବହୁଦିନ ଧରି ଖୋଜୁ ମଧ୍ୟ ଧରିବାରେ ସଫଳ ହେଉ ନ ଥିଲା। ପୂର୍ବ ଯୋଜନା ଅନୁଯାୟୀ ଥାନା ଭାରପ୍ରାପ୍ତ ଅଧିକାରୀ ଦିଲ୍ଲୀପ ବେହେରା ଶୁକ୍ରବାର ରାତିରେ ଟିକେଶ୍ୱରଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri