ମା’ଙ୍କ ଯତ୍ନ ନେଉଥିବା ବେଳେ ଝିଅ ଇନ୍ଦିରାଙ୍କ ପ୍ରେମରେ ପଡ଼ିଥିଲେ ଫିରୋଜ୍‌: ମହାତ୍ମା ଗାନ୍ଧୀଙ୍କ ହସ୍ତକ୍ଷେପ ପରେ ହୋଇଥିଲା…

ଭାରତୀୟ ରାଜନୀତିରେ ଇନ୍ଦିରା-ଫିରୋଜ ଗାନ୍ଧୀଙ୍କ ଲଭ୍‌ଷ୍ଟୋରୀ ବେଶ ଚର୍ଚ୍ଚିତ। ଉଭୟ ୧୯୩୦ରେ ପରସ୍ପରକୁ ଭେଟିଥିଲେ। ସ୍ବାଧୀନତା ସଂଗ୍ରାମ ସମୟରେ ଇନ୍ଦିରାଙ୍କ ମା’ କମଳା ନେହେରୁ ଏକ କଲେଜ ସମ୍ମୁଖରେ ଧାରଣା ଦେଉଥିବା ସମୟରେ ଚେତାଶୂନ୍ୟ ହୋଇଯାଇଥିଲେ। ଏହି ସମୟରେ ଫିରୋଜ ତାଙ୍କର ଯତ୍ନ ନେଇଥିଲେ। କମଳା ନେହେରୁଙ୍କ ହାଲଚାଲ ଜାଣିବା ପାଇଁ ଫିରୋଜ ତାଙ୍କ ଘରକୁ ଯାଉଥିଲେ। ଏହି ସମୟରେ ଇନ୍ଦିରା ଓ ତାଙ୍କ ମଧ୍ୟରେ ଭଲପାଇବା ବଢ଼ିଥିଲା। ଉଭୟ ନିକଟତର ହୋଇଥିଲେ। ଫିରୋଜ ଆହ୍ଲାବାଦରେ ରହୁଥିବା ସମୟରେ ଆନନ୍ଦ ଭବନ ଯାଉଥିଲେ। ଶେଷରେ ୧୯୪୨ରେ ଉଭୟଙ୍କ ବିବାହ ହୋଇଥିଲା। ହେଲେ ଜବାହାର ଲାଲ ନେହେରୁ ଏହି ବିବାହ ସପକ୍ଷରେ ନ ଥିଲେ। ମାତ୍ର ମହାତ୍ମାଗାନ୍ଧୀଙ୍କ ହସ୍ତକ୍ଷେପ ପରେ ସେମାନଙ୍କ ବିବାହ ଶେଷ ହୋଇଥିଲା। ଫିରୋଜଙ୍କୁ ବାପୁ ନିଜର ସାଜ୍ଞା ଦେଇଥିଲେ। ଭାରତ ଛାଡ଼ ଆନ୍ଦୋଳନ ସମୟରେ ଇନ୍ଦିରା ଓ ଫିରୋଜ ସାଥିହୋଇ ଜେଲ ମଧ୍ୟ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ଖବରଦାତାଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ତୁମର ରିପୋର୍ଟିଂ ଦେଶଦ୍ରୋହ…

ଓ୍ବାଶିଂଟନ,୧୬।୫ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହା ମଧ୍ୟରେ, ଇରାନ ସମ୍ପର୍କରେ ଏକ ପ୍ରଶ୍ନ ପଚରାଯିବା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri