ଅବ୍ୟବସ୍ଥାରେ ଗଞ୍ଜାମ ଦୋଳଯାତ୍ରା: ୯୦ ପ୍ରତିଶତ ଲୋକଙ୍କ ମୁହଁରେ ନାହିଁ ମାସ୍କ

ଗଞ୍ଜାମ,୨୮।୩(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ରବିବାର ଦୋଳଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଦୋଳଯାତ୍ରାରେ ୧୬ ଠାକୁରଙ୍କୁ ପୂଜାର୍ଚ୍ଚନା କରାଯାଇଛି । ତେବେ ଏହି ଯାତ୍ରା ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା । ଏହି ସମୟରେ ୯୦ ପ୍ରତିଶତ ଲୋକେ ବିନା ମାସ୍କରେ ବୁଲୁଥିବା ଦେଖିବାକୁ ମିଳିଥିଲା । ସଚେତନତା ଅଭାବ ହେଉ କିମ୍ବା ପ୍ରଶାସନର ପ୍ରଚେଷ୍ଟା ସବୁ ଏଠାରେ ଫେଲ୍‌ ମାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ୍‌ ପରୀକ୍ଷାରୁ ବଞ୍ଚିତ ହେବେ ୧୪ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୭।୧(ଡି.ଏନ.ଏ)- ଗତବର୍ଷ ମାଟ୍ରିକ ରେଜଲ୍ଟ ଖରାପକୁ ନେଇ କନ୍ଧମାଳ ଜିଲାର ସମସ୍ତ ଉଚ୍ଚ ବିଦ୍ୟାଳୟରେ ଚିନ୍ତାଜନକ ପରିସ୍ଥିତି ଉପୁଜିଥିବାବେଳେ ଚଳିତବର୍ଷ ଚୟନ କରି ଛାତ୍ରୀଛାତ୍ରଙ୍କୁ ବୋର୍ଡ଼...

ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ: ବିଜୁ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହେବାକୁ କର୍ମୀଙ୍କୁ ପରାମର୍ଶ

ସେମିଳିଗୁଡ଼ା,୨୬।୧୨(ସ୍ବ.ପ୍ର.) : କୋରାପୁଟ ଜିଲା ସେମିଳିଗୁଡ଼ାର ଦାମନଯୋଡ଼ି ଛକ ନିକଟସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବିଜୁ ଜନତା ଦଳ ପକ୍ଷରୁ ପଟ୍ଟାଙ୍ଗି ନିର୍ବାଚନ...

ହୋମିଓପାଥିକ ଚିକିତ୍ସାରେ ଅବ୍ୟବସ୍ଥା

କୋଦଳା,୨୬ା୯(ଅମିତ କୁମାର ପଟ୍ଟନାୟକ): ବେଗୁନିଆପଡା ବ୍ଲକରେ ଥିବା ହୋମିଓପାଥିକ ଚିକିତ୍ସା କେନ୍ଦ୍ର ଦୁଇଟି ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ବ୍ଲକର ବେରୁଆଁବାଡ଼ି ଏବଂ ବଡ଼ଗୁଡ଼ିଆଳି ଗ୍ରାମରେ...

ବଜାରକୁ ଯାଇ ଘରକୁ ଫେରିନାହାନ୍ତି ନାବାଳକ ପୁଅ, ଥାନାରେ ଅଭିଯୋଗ କଲେ ବାପା

କୋକସରା,୭ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମଜୁରସାହି ଗ୍ରାମର ବନ ବିହାରୀ ନିଆଲଙ୍କ ୧୪ ବର୍ଷର ପୁଅ ଦିନେଶ କୁମାର ନିଆଲ ( ଚିଣ୍ଟୁ...

ସ୍ତ୍ରୀ ସରପଞ୍ଚ, ସ୍ବାମୀ ହେଲେ ନାଏବ ସରପଞ୍ଚ

ଝାରବନ୍ଧ,୧୨।୩(ଡି.ଏନ.ଏ.): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କୁମୀର ପଞ୍ଚାୟତରେ ସ୍ତ୍ରୀ ସରପଞ୍ଚ ଏବଂ ସ୍ବାମୀ ନାଏବ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ଉକ୍ତ ପଞ୍ଚାୟତରେ...

ଭଙ୍ଗା ଷ୍ଟ୍ରିଟଲାଇଟ ଖୁଣ୍ଟକୁ କାଳବୈଶାଖୀ ଭୟ

ନବରଙ୍ଗପୁର,୧।୬(ବି.ପ୍ର.)- ନବରଙ୍ଗପୁର ଜିଲା ଉପକଣ୍ଠ ଚାଉଁରିଆଗାଡା ନିକଟରୁ ଇନ୍ଦ୍ରାବତୀ ପୋଲ ପର୍ଯ୍ୟନ୍ତ ୨୬ ନମ୍ବର ଜାତୀୟ ରାଜପଥ କଡରେ ଲଗାଯାଇଥିବା ଷ୍ଟ୍ରିଟ ଲାଇଟ ଗୁଡିକ ଦିନରେ...

ସରକାରୀ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ବାସନ୍ତି

  କଲମପୁର, ୧୮।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗଁା ପଁଚେତ୍‌ ଅଧୀନ ପାତ୍ରବସା ଗାଁର ବାସନ୍ତି ପୁଝାରୀ(୬୫)। ଅନେକ ଦିନ୍‌ ହେଲା ଆପ୍‌ନେ...

‘କାର୍ଯ୍ୟ କରୁନି, ଲାଭ ନେଉଛି ଏସ୍‌ଏଚ୍‌ଜି’

ଅନୁଗୋଳ ଅଫିସ, ୪।୩:  ଅନୁଗୋଳ ସଭାଘରଠାରେ ଶୁକ୍ରବାର ‘ଆମ ପୋଖରୀ’ ନେଇ କ୍ଲଷ୍ଟରସ୍ତରୀୟ କର୍ମଶାଳା ଚାଲିଥିବା ବେଳେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ସିଧାସଳଖ ଟାର୍ଗେଟ...

Advertisement
Archives

Model This Week