ପାଚକ,ପାଚିକା ମାନଙ୍କ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି, ଉପକୃତ ହେବେ ୧.୧୨ ଲକ୍ଷ କର୍ମଚାରୀ

ଭୁବନେଶ୍ୱର, ୨୧ା୧: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) ରାଜ୍ୟରେ ନିୟୋଜିତ ହୋଇଥିବା ୧,୧୨,୦୯୦ ଜଣ ପାଚକ, ପାଚିକା (Cook-cum-Helpers) ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ।

ଏହି ପାଚକ, ପାଚିକା ମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri