୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌ କମ୍ପାନୀ କହିଛି। ସହରର ଉତ୍ତର ଭାଗର ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ବିଦ୍ୟୁତ୍‌ କମ୍ପାନୀର ସହରରେ ଥିବା ଏକ-ତୃତୀୟାଂଶ ଉପଭୋକ୍ତା ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ହୋଇଛନ୍ତି। ପିଜି ଆଣ୍ଡ ଇ ସବ୍‌ଷ୍ଟେଶନରେ ଅଗ୍ନିକାଣ୍ଡ ଯୋଗୁ କେତେକ ଭାଗରେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଥିବାବେଳେ ଅନ୍ୟ ଅଞ୍ଚଳରେ ବିଜୁଳି ବିଭ୍ରାଟର କାରଣ ଜଣାପଡ଼ିନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri