ପୁଣି ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ୧.୪୧ କୋଟି

ଭୁବନେଶ୍ବର,୯।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ଚଢାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ ହେବାରେ ଲାଗିଛି। ଶନିବାର ସାଲିଆସାହି ସ୍ଥିତ ଘରୁ ନଗଦ ୧ କୋଟି ୪୧ ଲକ୍ଷ ୬୨ ହଜାର ସହ ୩୫୪ ଗ୍ରାମ୍‌ ସୁନା ଜବତ ହୋଇଛି। ତେବେ ତଦନ୍ତ ବେଳେ ଭଉଣୀଙ୍କ ଘରେ ଟଙ୍କା ଥିବା ନେଇ ତାଙ୍କ ଦ୍ୱିତୀୟ ସ୍ତ୍ରୀ କଳ୍ପନା କହିବା ପରେ ଚଢାଉ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଯନ୍ତ୍ରୀଙ୍କ ଘରୁ ନଗଦ ୩ କୋଟି ୪୧ ଲକ୍ଷ ୬୬ ହଜାର ଟଙ୍କା ଜବତ କରାଯାଇଛି। ପୋଖରିପୁଟରେ ୭୮ ଲକ୍ଷ ୫୦ ହଜାର ଟଙ୍କାର ଏକ ଘର କିଣିଥିବା ସୂଚନା ଦେଇଛି ଭିଜିଲାନ୍ସ ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି...

‘ଯେଁଉଠି ଥିଲେ ବି ବିଦେଶ ଫେରନ୍ତାଙ୍କୁ ଠାବ କରାଯିବ’

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଶ୍ୱକୁ ଏବେ ଓମିକ୍ରନ ଚିନ୍ତା ଘାରିଥିବା ବେଳେ ଓଡ଼ିଶାରେ ମଧ୍ୟ ସମାନ ରୂପ ଦେଖବାକୁ ମିଳୁଛି। ଯଦିଓ ଓଡ଼ିଶାରେ ଏ ପର୍ଯ୍ୟନ୍ତ ଓମିକ୍ରନ...

କରୋନା ଯୋଦ୍ଧାଙ୍କ ସୁରକ୍ଷା ଚିନ୍ତା: ଜି.ଉଦୟଗିରି ଏନ୍‌ଏସି ତରଫରୁ ସଫେଇ କର୍ମଚାରୀଙ୍କୁ ଦିଆଗଲା ପିପିଇ

ଜି.ଉଦୟଗିରି,୨୨।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍‌ଏସି ତରଫରୁ ବୁଧବାର ସଫେଇ କର୍ମଚାରୀମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ପୋଷାକ(ପିପିଇ) ଯୋଗାଇ ଦିଆଯାଇଛି। କରୋନା ଯୁଦ୍ଧରେ ଏମାନେ ମଧ୍ୟ ଆଗ...

ଆପଣମାନେ ଖୁସି ତ, ମୁଁ ବି ଖୁସି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। କଂଗ୍ରେସ ଦଳ ନେତା ତାରାପ୍ରସାଦ ବାହିନୀପତିଙ୍କ ଏହି ଡାଇଲଗ୍‌କୁ ନେଇ ବୁଧବାର ଗୃହକାର୍ଯ୍ୟ ଆରମ୍ଭ ହେବା...

ରାସ୍ତାପାର୍ଶ୍ୱ ବୃକ୍ଷରୋପଣରେ ଲକ୍ଷଲକ୍ଷ ଖର୍ଚ୍ଚ: ରକ୍ଷଣାବେକ୍ଷଣ ଅଭାବରୁ ମରିଯାଉଛି ଗଛ

ଲେଫ୍ରିପଡ଼ା,୯।୧୧(ଡି.ଏନ.ଏ)-ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏ) ରେ ଚାଲିଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମ ସୁନ୍ଦରଗଡ ଜିଲା ଉଜ୍ୱଲପୁର ରେଞ୍ଜରେ ପ୍ରହସନର ରୂପ ନେଇଛି।...

ନଭେମ୍ବର ୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୧୩ରୁ ଚଳିତ ବର୍ଷ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ଏହା ଡିସେମ୍ବର ୧୯ ଯାଏ ଚାଲିବ।...

କେନ୍ଦ୍ରରୁ ପ୍ରଶଂସା ସାଉଣ୍ଟିଲା ଖପୁରିଆ ଆଇଟିଆଇ

କଟକ ଅଫିସ,୨୩ା୫: କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ ନିଜ ଜ୍ଞାନ କୌଶଳ ଦ୍ୱାରା ଅଟୋମେଟିକ୍‌ ସାନିଟାଇଜ ମେଶିନ, ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିନ ଓ...

ପଶୁ, ପକ୍ଷୀଙ୍କୁ କରୋନା ବ୍ୟାପିବା ଆଶଙ୍କା

ଭୁବନେଶ୍ୱର,୬।୫: ସଂକ୍ରମିତ ବ୍ୟକ୍ତିଙ୍କଠାରୁ ପଶୁ, ପକ୍ଷୀଙ୍କୁ କରୋନା ବ୍ୟାପିବା ଆଶଙ୍କା କରି କେନ୍ଦ୍ର ଜଙ୍ଗଲ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟର ମୁଖ୍ୟ ବନ୍ୟ ସଂରକ୍ଷକ(ପିସିସିଏଫ୍‌)ଙ୍କୁ ଚିଠି...

Advertisement
Archives

Model This Week