ଅଗଷ୍ଟରେ ଜିଓର ୧.୪୪ କୋଟି ନୂତନ ମୋବାଇଲ ଗ୍ରାହକ

ଭୁବନେଶ୍ୱର, ୧୮।୧୧: ରିଲାଏନ୍ସ ଜିଓ କ୍ରମାଗତ ଭାବେ ଉଭୟ ଦେଶ ଓ ରାଜ୍ୟରେ ୧ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭାହୋଇଛି। ଏପରିକି କମ୍ପାନୀ (ଜିଓ) ଚଳିତ ବର୍ଷ ଅଗଷ୍ଟରେ ସର୍ବାଧିକ ସଂଖ୍ୟକ ନୂତନ ଗ୍ରାହକ ଯୋଡ଼ିଥିବା ଭାରତୀୟ ଦୂରସଞ୍ଚାର ନିୟାମକ କର୍ତ୍ତୃପକ୍ଷ (ଟେଲିକମ୍‌ ରେଗୁଲେଟୋରି ଅଥରିଟି ଅଫ୍‌ ଇଣ୍ଡିଆ ବା ଟ୍ରାଇ)ଙ୍କ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟରୁ ଜଣାପଡ଼ିଛି। ୨୦୨୩ ଅଗଷ୍ଟ ୩୧ ସୁଦ୍ଧା ଜିଓ ସର୍ବାଧିକ ୧.୪୪ କୋଟି ନୂତନ ମୋବାଇଲ ଗ୍ରାହକ ଏବଂ ୨.୪୫ଲକ୍ଷରୁ ଅଧିକ ନୂଆ ଜିଓଫାଇବର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଗ୍ରାହକଙ୍କ ସମେତ ଉଭୟ ଓୟାରଲେସ୍‌ ଓ ୱୟାରଲାଇନ୍‌ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ସହ ଜିଓ ଓଡ଼ିଶାରେ ୧ ନମ୍ବର ସ୍ଥାନ ବଜାୟ ରଖିଛି।
ଉଲ୍ଲେଖଯୋଗ୍ୟ, ଟ୍ରାଇ ପକ୍ଷରୁ ନିକଟରେ ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଉପଭୋକ୍ତାଙ୍କ ତଥ୍ୟ ଅନୁଯାୟୀ ଓଡ଼ିଶାରେ ରିଲାଏନ୍ସ ଜିଓ ୨୦୨୩ ଅଗଷ୍ଟରେ ୨୮,୦୦୦ରୁ ଅଧିକ ନୂତନ ମୋବାଇଲ୍‌ ଗ୍ରାହକ ଏବଂ ୭୦୦୦ରୁ ଅଧିକ ନୂତନ ଜିଓଫାଇବର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଗ୍ରାହକ ଯୋଡ଼ିଛି। ଏହି ସମୟ ମଧ୍ୟରେ ଓଡ଼ିଶାର ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟାରେ ୪୬,୦୦୦ ବୃଦ୍ଧି ସହ ରାଜ୍ୟର ମୋଟ ମୋବାଇଲ୍‌ ଉପଭୋକ୍ତାଙ୍କ ସଂଖ୍ୟା ୩.୩୬ କୋଟିରୁ ଅଧିକ ହୋଇଛି। ସେହିଭଳି ଜାତୀୟ ସ୍ତରରେ ଜିଓ ୨୦୨୩ ଅଗଷ୍ଟରେ ସର୍ବାଧିକ ମୋବାଇଲ୍‌ ଗ୍ରାହକ ଯୋଡ଼ିଥିବା ବେଳେ ୩୨.୪୫ ଲକ୍ଷରୁ ଅଧିକ ନୂଆ ଗ୍ରାହକ ଜିଓ ନେଟ୍‌ୱର୍କରେ ଯୋଗଦେଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟରୁ ଜଣାପଡ଼ିଛି। ଏହା ସହ ୨୦୨୩ ଅଗଷ୍ଟ ୩୧ ସୁଦ୍ଧା ଦେଶରେ ଜିଓର ମୋଟ ମୋବାଇଲ ଉପଭୋକ୍ତା ସଂଖ୍ୟା ୪୪.୫୭ କୋଟିରେ ପହଞ୍ଚତ୍ଛି। ସାରା ଦେଶରେ ରିଲାଏନ୍ସ ଜିଓ ମଧ୍ୟ ଅଗଷ୍ଟରେ ୧.୭୮ଲକ୍ଷରୁ ଅଧିକ ଜିଓଫାଇବର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଗ୍ରାହକ ଯୋଡ଼ିଥିବା ବେଳେ ଦେଶରେ ମୋଟ ଜିଓ ଫାଇବର ଗ୍ରାହକଙ୍କ ସଂଖ୍ୟା ୧.୦୩ କୋଟିରୁ ଅଧିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?