Posted inଜାତୀୟ

ଦିଲ୍ଲୀରେ ୧.୫ ଡିଗ୍ରୀ ତାପମାତ୍ରା: ଯାତାୟାତ ବାଧାପ୍ରାପ୍ତ

ନୂଆଦିଲ୍ଲୀ,୭।୧୨: ଜାତୀୟ ରାଜଧାନୀରେ ଶୀତଲହରୀ ଜାରି ରହିଛି। ଗୁରୁବାର ରାତିରେ ଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଅନେକ ଅଞ୍ଚଳରେ ଘନକୁହୁଡି ଦୃଶ୍ୟମାନ ହୋଇଥିଲା। ଫଳରେ ଗାଡି ଚଳାଚଳରେ ବାଧାପ୍ରାପ୍ତ ହୋଇଥିଲା। ଅନ୍ୟପଟେ, ଖରାପ ପାଗ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସମସ୍ୟା ହେତୁ ଦିଲ୍ଲୀ ବିମାନବନ୍ଦରରୁ ପ୍ରାୟ ୩୪ଟି ଘରୋଇ ବିମାନ ଉଡ଼ାଣ ବିଳମ୍ବ ହୋଇଛି। ସେହିପରି ବିଭିନ୍ନ ଗନ୍ତବ୍ୟସ୍ଥଳରୁ ଆସୁଥିବା ୧୨ରୁ ଅଧିକ ବିମାନ ଦିଲ୍ଲୀ ବିମାନବନ୍ଦରରେ ବିଳମ୍ବରେ ପହଞ୍ଚିଛି। ଏଥି ସହିତ ଘନ କୁହୁଡି ଏବଂ ଥଣ୍ଡା ଯୋଗୁ ଭାରତୀୟ ରେଳବାଇ ମଧ୍ୟ ଶନିବାର ୩୨୦ ଟ୍ରେନ୍‌କୁ ବାତିଲ କରିଦେଇଛି। ଏଥିମଧ୍ୟରୁ ୨୮୦ ଟ୍ରେନ୍‌ ସଂପୂର୍ଣ୍ଣ ବାତିଲ ହୋଇଥିବା ବେଳେ ୪୦ଟି ଟ୍ରେନ୍‌ ଆଂଶିକ ବାତିଲ ହୋଇଛି। ରେଳବାଇ ସୂଚନାନୁଯାୟୀ, ୨୨ଟି ଟ୍ରେନ୍‌ର ମାର୍ଗ ପରିବର୍ତ୍ତନ ହୋଇଥିବାବେଳେ ୩୧ଟି ଟ୍ରେନର ପୁନଃ କାର୍ଯ୍ୟସୂଚୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri