Posted inଫୁରସତ

ଘରେ ଅସରପା ଛାଡ଼ିବା ପାଇଁ ମିଳିବ ୧.୫ ଲକ୍ଷ

ଓ୍ବାଶିଂଟନ: ଆମେରିକା ନର୍ଥ କରୋଲିନାର ଏ କୀଟନାଶକ କମ୍ପାନୀ ଘରେ ଅସରପା ଛାଡ଼ିବା ପାଇଁ ମୋଟା ଅଙ୍କର ଟଙ୍କା ଦେଉଛି। ବର୍ତ୍ତମାନ ସୁଦ୍ଧା ୫ରୁ ୬ ଜଣ ଘରମାଲିକ ନିଜ ଘରେ ଅସରପା ଛାଡ଼ିବା ପାଇଁ କମ୍ପାନୀ ଚୁକ୍ତିରେ ରାଜି ଥିବା କୁହାଯାଇଛି। ଏହି ଅଫର୍‌ ପଛର କାରଣ ହେଉଛି, କୀଟମାନଙ୍କୁ କିପରିଭାବେ ନାଶ କରାଯିବ ସେ ନେଇ ଏହି କମ୍ପାନୀ ଅଧ୍ୟୟନ କରିବ। ଗୋଟିଏ କି ଯୋଡ଼ିଏ ନୁହେଁ, କମ୍ପାନୀ ତରଫରୁ ୧୦୦ଟି ଅସରପା ଛଡ଼ାଯିବ। ଶୀତଳ ରକ୍ତ କାରଣରୁ ଗରମ ସ୍ଥାନରେ ଅସରପା ରହିବାକୁ ପସନ୍ଦ କରନ୍ତି। ଥଣ୍ଡା ପାଣିପାଗରେ ରହିବା ସେମାନଙ୍କ ପାଇଁ କଷ୍ଟକର। ତେବେ କମ୍ପାନୀ ପକ୍ଷରୁ କିଛି ଲୋକ ଯାଇ ଅସରପାଙ୍କ ଗତିବିଧି ଉପରେ ନଜର ରଖିବା ସହ ପୁରୁଣା ପଦ୍ଧତିରେ କିପରି ପୋକଙ୍କୁ ମରାଯିବ, ସେ ନେଇ ପରୀକ୍ଷା କରିବା କଥା କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri