Posted inଫୁରସତ

ଘରେ ଅସରପା ଛାଡ଼ିବା ପାଇଁ ମିଳିବ ୧.୫ ଲକ୍ଷ

ଓ୍ବାଶିଂଟନ: ଆମେରିକା ନର୍ଥ କରୋଲିନାର ଏ କୀଟନାଶକ କମ୍ପାନୀ ଘରେ ଅସରପା ଛାଡ଼ିବା ପାଇଁ ମୋଟା ଅଙ୍କର ଟଙ୍କା ଦେଉଛି। ବର୍ତ୍ତମାନ ସୁଦ୍ଧା ୫ରୁ ୬ ଜଣ ଘରମାଲିକ ନିଜ ଘରେ ଅସରପା ଛାଡ଼ିବା ପାଇଁ କମ୍ପାନୀ ଚୁକ୍ତିରେ ରାଜି ଥିବା କୁହାଯାଇଛି। ଏହି ଅଫର୍‌ ପଛର କାରଣ ହେଉଛି, କୀଟମାନଙ୍କୁ କିପରିଭାବେ ନାଶ କରାଯିବ ସେ ନେଇ ଏହି କମ୍ପାନୀ ଅଧ୍ୟୟନ କରିବ। ଗୋଟିଏ କି ଯୋଡ଼ିଏ ନୁହେଁ, କମ୍ପାନୀ ତରଫରୁ ୧୦୦ଟି ଅସରପା ଛଡ଼ାଯିବ। ଶୀତଳ ରକ୍ତ କାରଣରୁ ଗରମ ସ୍ଥାନରେ ଅସରପା ରହିବାକୁ ପସନ୍ଦ କରନ୍ତି। ଥଣ୍ଡା ପାଣିପାଗରେ ରହିବା ସେମାନଙ୍କ ପାଇଁ କଷ୍ଟକର। ତେବେ କମ୍ପାନୀ ପକ୍ଷରୁ କିଛି ଲୋକ ଯାଇ ଅସରପାଙ୍କ ଗତିବିଧି ଉପରେ ନଜର ରଖିବା ସହ ପୁରୁଣା ପଦ୍ଧତିରେ କିପରି ପୋକଙ୍କୁ ମରାଯିବ, ସେ ନେଇ ପରୀକ୍ଷା କରିବା କଥା କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri