୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ମହିଳାଙ୍କ ସମେତ ଡ୍ରାଇଭର ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଜଳେଶ୍ବରରୁ ଶୁକ୍ରବାର ପୁଣି ବ୍ରାଉନସୁଗାର ଜବତ ହୋଇଛି। ଜିଲା ଅବକାରୀ ଦାୟିତ୍ୱରେ ଥିବା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଜଳେଶ୍ବରରେ ୧୦ ଜଣିଆ ଟିମ୍‌ ଜାତୀୟ ରାଜପଥ ୬୦ର ଛାଳନି ଛକଠାରେ ଏକ ସନ୍ଦେହଜନକ ଭ୍ୟାନ୍‌କୁ ଅଟକାଇଥିଲେ। ସେ ଗାଡ଼ିକୁ ଯାଞ୍ଚ କରିବାରୁ ୧୫୦ ଗ୍ରାମର ଧଳା ଜହର ସହିତ ଜଣେ ମହିଳା ଓ ଡ୍ରାଇଭରଙ୍କୁ ଗିରଫ କରି ଅବକାରୀ ବିଭାଗ ତଦନ୍ତ ଜାରି ରଖିଛି। ଜବତ ଧଳା ଜହରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ହେବ ବୋଲି ଜଣାପଡ଼ିଛି। ଉକ୍ତ ଗାଡ଼ିଟି ଯାଜପୁର ଅଞ୍ଚଳର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସ୍ଥା ଭୋଟ୍‌ରେ ହାରିଗଲେ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍‌ ହେଲା…

ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍‌ ହୋଇଥିବା ବେଳେ...

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର...

୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ...

ଆୟଠାରୁ ଠୁଳ କରିଛନ୍ତି ଅମାପ ସମ୍ପତ୍ତି, ବନ୍ଧାହେଲେ କୋଟିପତି ଯନ୍ତ୍ରୀ

ଭଞ୍ଜନଗର,୧୨ା୯: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଜନ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ...

ମୋହନ ସରକାରଙ୍କ ବଡ଼ ଘୋଷଣା, ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର

ଭୁବନେଶ୍ୱର,୧୨।୯: ଶେଷ ହୋଇଛି କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍‌ରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ...

ଅଗ୍ନିବୀରଙ୍କ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି: ବର୍ଷେ ଟ୍ରେନିଂ, ୪ ବର୍ଷ ଚାକିରି ପରେ ବି…

ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌...

ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌, ଆଉ ତା’ ପରେ…

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମା’-ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି

ଭୁବନେଶ୍ୱର,୧୨।୯: ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri