୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ମହିଳାଙ୍କ ସମେତ ଡ୍ରାଇଭର ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଜଳେଶ୍ବରରୁ ଶୁକ୍ରବାର ପୁଣି ବ୍ରାଉନସୁଗାର ଜବତ ହୋଇଛି। ଜିଲା ଅବକାରୀ ଦାୟିତ୍ୱରେ ଥିବା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଜଳେଶ୍ବରରେ ୧୦ ଜଣିଆ ଟିମ୍‌ ଜାତୀୟ ରାଜପଥ ୬୦ର ଛାଳନି ଛକଠାରେ ଏକ ସନ୍ଦେହଜନକ ଭ୍ୟାନ୍‌କୁ ଅଟକାଇଥିଲେ। ସେ ଗାଡ଼ିକୁ ଯାଞ୍ଚ କରିବାରୁ ୧୫୦ ଗ୍ରାମର ଧଳା ଜହର ସହିତ ଜଣେ ମହିଳା ଓ ଡ୍ରାଇଭରଙ୍କୁ ଗିରଫ କରି ଅବକାରୀ ବିଭାଗ ତଦନ୍ତ ଜାରି ରଖିଛି। ଜବତ ଧଳା ଜହରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ହେବ ବୋଲି ଜଣାପଡ଼ିଛି। ଉକ୍ତ ଗାଡ଼ିଟି ଯାଜପୁର ଅଞ୍ଚଳର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ, ୩୧।୭: ଶ୍ରୀମନ୍ଦିରରେ ସୋମବାର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଏହା ଅନୁଷ୍ଠିତ ହୋଇଥାଏ। ଦ୍ୱିତୀୟ ଭୋଗମଣ୍ଡପ...

ନୀରୋଗ ଜୀବନର ସୂତ୍ର ‘ଗୋମୂତ୍ର’

ବନ୍ତଳା, ୧୯ା୭ (ଦିନେଶ ଦେହୁରୀ): ସାଧାରଣତଃ କ୍ଷୀର ପାଇଁ ଅନେକେ ଗୋପାଳନ କରୁଛନ୍ତି। ସେମାନେ ଜାଣିନାହାନ୍ତି ଗୋ ସମ୍ପଦର ଅଧିକ ବ୍ୟବହାର କି ଉପକାର। ସେଥିପାଇଁ ଗୋମୂତ୍ର...

ଅଂଶୁଘାତକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଓ ଅଂଶୁଘାତକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପ୍ରବଳ ଖରା ଯୋଗୁ ଅଂଶୁଘାତର ସମ୍ଭାବନା...

ବିଜେଡିରେ ଯୋଗଦେଲେ କଂଗ୍ରେସର ଏନ୍‌ଏସି କାର୍ଯ୍ୟକାରୀ ସଭାପତି

ଚାନ୍ଦବାଲି, ୩।୧୦(ଡି.ଏନ.ଏ.)-ବିଜେଡି ପକ୍ଷରୁ ଚାଲିଥିବା ଜନସମ୍ପର୍କ ପଦଯାତ୍ରା ଅବସରରେ ଭଦ୍ରକ ଜିଲା ଚାନ୍ଦବାଲି କଂଗ୍ରେସ ଏନ୍‌ଏସିର କାର୍ଯ୍ୟକାରୀ ସଭାପତି ମହମ୍ମଦ ମଞ୍ଜର ବିଜେଡିରେ ଯୋଗ ଦେଇଛନ୍ତି।...

ପଶ୍ଚିମବଙ୍ଗରେ ହିନ୍ଦୁ ଅସୁରକ୍ଷିତ ଅଭିଯୋଗ; ରାଷ୍ଟ୍ରପତି ଶାସନ ଦାବି କଲା ବଜରଙ୍ଗ ଦଳ

ବ୍ରହ୍ମପୁର ଅଫିସ,୧୭ା୧୦-ପଶ୍ଚିମବଙ୍ଗରେ ଜଣକ ପରେ ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଉଛି। ଗତ କିଛିବର୍ଷ ହେଲା ଏହି ଧାରା ଜାରି ରହିଛି । ସେଠାରେ ହିନ୍ଦୁମାନେ ନିଜକୁ...

CORONAVIRUS UPDATE: ଜଗତସିଂହପୁର ଛୁଇଁଲା କରୋନା; ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୬।୫(ବ୍ୟୁରୋ)-ଜଗତସିଂହପୁରକୁ ଛୁଇଁଲା କରୋନା। ବୁଧବାର ଅପରାହ୍ନରେ ଜିଲାରେ ପ୍ରଥମ କରି ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ...

CORONAVIRUS UPDATE: ଆଉ ୬୩ ନୂଆ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ଶୁକ୍ରବାର ଆଉ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ହୋଇଥିବା ବେଳେ...

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଡ଼ବିଲ,୪।୯(ସ.ପ୍ର.):କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବେଳକୁଣ୍ଡିସ୍ଥିତ ନନ୍ଦି ପେଟ୍ରୋଲ ପମ୍ପ ନିକଟରୁ ପୋଲିସ ରବିବାର ଅପରାହ୍ନରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ଉଦ୍ଧାର କରିଛି।...

Advertisement
Archives

Model This Week