ବ୍ୟାଙ୍କ ସମ୍ମୁଖରୁ ଦେଢ଼ ଲକ୍ଷରୁ ଅଧିକ ଟଙ୍କା ଝାମ୍ପିନେଲେ

ଟିଟିଲାଗଡ଼,୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ବ୍ୟାଙ୍କ ସମ୍ମୁଖରୁ ବୁଧବାର ପୂର୍ବାହ୍ନରେ ୧,୫୯,୫୦୦ ଟଙ୍କା ଝାମ୍ପି ନେଇଛନ୍ତି ଲୁଟେରା। ଟିଟିଲାଗଡ଼ ବାସିନ୍ଦା ପ୍ରଦୀପ୍ତ ଜେନା ଟଙ୍କା ବ୍ୟାଗ୍‌ ଧରି ସ୍ବି ବଜାର ବ୍ରାଞ୍ଚକୁ ଜମା କରିବାକୁ ଯାଉଥିବା ସମୟରେ ଜଣେ ଯୁବକ ବ୍ୟାଗ୍‌ ଝାମ୍ପି ନେଇ ବାଇକ୍‌ରେ ପୂର୍ବରୁ ଜଗି ବସିଥିବା ସାଥୀଙ୍କ ସହିତ ଫେରାର ହୋଇଯାଇଥିଲେ। ଘଟଣାସ୍ଥଳରେ ଆଇଆଇସି ରଞ୍ଜନ ବରିହା ପହଞ୍ଚି ନିକଟରେ ଥିବା ସିସିଟିଭି ଯାଞ୍ଚ କରିବା ସହ ଅନୁସନ୍ଧାନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିକ୍ୟୁରିଟି ଗାର୍ଡ ହତ୍ୟା ଘଟଣାର ପର୍ଦ୍ଦାଫାଶ: ପରକୀୟା ସମ୍ପର୍କ ମୁଖ୍ୟ କାରଣ

ସଜନାଗଡ଼, ୧୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କେଶୁରା ଗ୍ରାମରେ ବିଜୟ କୁମାର ସିଂହ (୪୦) ନାମକ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯିବା ଘଟଣାର...

ଡାକ କର୍ମଚାରୀଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି

କଟକ ସଦର,୧୭।୫(ଡି.ଏନ୍‌.ଏ.): ଓଡ଼ିଶା ସରକାର ନିକଟରେ ବ୍ୟାଙ୍କ, ବୀମା ଓ ରେଲଓ୍ବେ କର୍ମଚାରୀଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଭାବେ ଘୋଷଣା କରିଛନ୍ତି। ହେଲେ ସହର, ଗଁାରେ...

କପିଳାସ ଚିଡ଼ିଆଖାନାର ନୂତନ ଅତିଥି ‘ହିରୋ’

ଢେଙ୍କାନାଳ ଅଫିସ, ୭ା୬-ସମ୍ବଲପୁର-ଦେବଗଡ଼ ଜିଲା ମଧ୍ୟବର୍ତ୍ତୀ ବାମରା ବନଖଣ୍ଡରୁ ଉଦ୍ଧାର ହୋଇଥିବା ହାତୀ ଶାବକ କପିଳାସ ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରର ନୂତନ ସଦସ୍ୟ ପାଲଟିଛି। ଏକ...

ନଦୀରେ ବୁଡ଼ିଗଲେ ୨ ଭାଇ

ଡେଲାଙ୍ଗ,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଧାନକେରା ପଞ୍ଚାୟତ ନାଗଣ ଗ୍ରାମ ନିକଟ ଲୁଣା ନଦୀରେ ୨ ଶିଶୁପୁତ୍ର...

ଭଡ଼ା ଟଙ୍କା ଆଦାୟରେ ଅନିୟମିତତା: ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ

ପୁରୀ ଅଫିସ,୧୪ା୯ : ପୁରୀ ଗୋପବନ୍ଧୁ ଆର୍ୟୁବେଦ କଲେଜ ଓ ଚିକିତ୍ସାଳୟ ପରିସରରେ ରହିଥିବା କନ୍‌ଫ୍ରେନ୍ସ ହଲର ଭଡ଼ା ଆଦାୟରେ ଲକ୍ଷାଧିକ ଟଙ୍କା ହେରଫେର ହୋଇଥିବା...

ଜର୍ଜିଆରେ ଚମକିଲେ ଓଡ଼ିଆ କୁନିଝିଅ

ପୁରୀ ଅଫିସ, ୪ା୨: ପୁଣି ଜଣେ ଓଡ଼ିଆ ଅନ୍ତର୍ଜତୀୟସ୍ତରରେ ସଫଳତା ସାଉଣ୍ଟିଛନ୍ତି। ଜର୍ଜିଆରେ ଅନୁଷ୍ଠିତ ୱାଲର୍‌ଡ ରାଇଜିଂ ଷ୍ଟାର-୨୦୨୦ରେ ୧୨ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ...

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୩୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୧ ଜଣ ସ୍ଥାନୀୟ...

ଗୁଳିବିଦ୍ଧ ଦନ୍ତାର ଚାଲିଛି ଚିକିତ୍ସା

ଭୁବନେଶ୍ୱର,୮।୬(ବ୍ୟୁରୋ): କଟକ ଜିଲା ନରସିଂହପୁର ଜଙ୍ଗଲରେ ଗୁଳିବିଦ୍ଧ ଦନ୍ତାର ଚିକିତ୍ସା କରାଯାଉଛି। ପ୍ରଥମେ ହାତୀଟି କାହାକୁ ତା’ ପାଖକୁ ଆସିବାକୁ ଦେଉ ନ ଥିବାରୁ ଚିକିତ୍ସାରେ...

Advertisement
Archives

Model This Week