ସର୍ବଭାରତୀୟ ସ୍ତରରେ ୧.୬୨ଲକ୍ଷ କୋଟିର ପ୍ରକଳ୍ପ ଉଦ୍‌ଘାଟିତ

ନୂଆଦିଲ୍ଲୀ,୩।୩: ଘରୋଇ ବଜାରର ତୈଳ ଏବଂ ଗ୍ୟାସ୍‌ର ଚାହିଦା ମେଣ୍ଟାଇବା ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଭାରତୀୟସ୍ତରରେ ୧.୬୨ଲକ୍ଷ କୋଟିର ଅଏଲ ଆଣ୍ଡ ଗ୍ୟାସ୍‌ ପ୍ରକଳ୍ପର ଶୁଭାରମ୍ଭ ସହ ବିହାରର ବେଗୁସରାଇରୁ ଦେଶବାସୀଙ୍କ ପାଇଁ ଉତ୍ସର୍ଗୀକୃତ କରିଛନ୍ତି। ସେହିଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓଏନ୍‌ଜିସିର କ୍ରିଷ୍ଣା-ଗୋଦାବରୀ ଡିପ୍‌ଓ୍ବାଟର ପ୍ରୋଜେକ୍ଟରୁ ପ୍ରଥମ ତୈଳ ଟ୍ୟାଙ୍କର କେଜି ବେସିନ୍‌ରୁ ଉତ୍ତୋଳନ ହୋଇଛି। ଉକ୍ତ ଟ୍ୟାଙ୍କରଗୁଡିକୁ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିହାରର ବହୁ ମନ୍ତ୍ରୀ, ବିଭିନ୍ନ କମ୍ପାନୀର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଦେଶର ପ୍ରମୁଖ ରାଜ୍ୟ ବିହାର, ହରିୟାଣା, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ପଞ୍ଜାବ ଏବଂ କର୍ନାଟକ ଭଳି ରାଜ୍ୟରେ ଏହି ଅଏଲ ଆଣ୍ଡ ଗ୍ୟାସ୍‌ ପ୍ରକଳ୍ପର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି। ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଅନ୍ୟାନ୍ୟ ପ୍ରକଳ୍ପର ଶୁଭାରମ୍ଭ ସହିତ ୪ଟି ରେଳ ଗାଡ଼ିର ଶୁଭାରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri