୧.୭୫ ଲକ୍ଷ କୋଟିର ବିନିବେଶ ଲକ୍ଷ୍ୟ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ୧.୭୫ ଲକ୍ଷ କୋଟି ଟଙ୍କାର ବିନିବେଶ ଲକ୍ଷ୍ୟ ରଖାଯାଇଛି। ଏ ସମ୍ପର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଗତ ବର୍ଷ ତୁଳନାରେ ଏହା ୩୫ ହଜାର କୋଟି ଟଙ୍କା କମ୍‌ ରହିଛି। ଧାର୍ଯ୍ୟ ବିନିବେଶ ଲକ୍ଷ୍ୟ ପୂରଣ ପାଇଁ ସରକାର ବିପିସିଏଲ୍‌, ଏୟାର ଇଣ୍ଡିଆ, କୋନକୋର୍‌, ଏସ୍‌ସିଆଇ ଆଦିରୁ ପୁଞ୍ଜି ପ୍ରତ୍ୟାହାର ପ୍ରସ୍ତାବକୁ ସବୁଜ ସଙ୍କେତ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସେହିପରି ଏଲ୍‌ଆଇସିର ଆଇପିଓ ଅଣାଯିବାର ଯୋଜନା ରହିଥିବା ଅର୍ଥମନ୍ତ୍ରୀ କହିଛନ୍ତି। ସେହିପରି ଶେୟାର ବଜାରର ସ୍ବାଭାବିକ ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କେତେକ ସେଣ୍ଟ୍ରାଲ ପବ୍ଲିକ୍‌ ସେକ୍ଟର ଏଣ୍ଟରପ୍ରାଇଜ୍‌ (ସିପିଏସ୍‌ଇ)ର ଅଂଶଧନକୁ ଅଫର ଫର୍‌ ସେଲ୍‌ (ଓଏଫ୍‌ଏସ୍‌) ମାଧ୍ୟମରେ ବିକ୍ରି କରି ପାରନ୍ତି ବୋଲି କୁହାଯାଉଛି। ଏହା ସହିତ କେତେକ ଘରୋଇକରଣ ପ୍ରକିୟା ମଧ୍ୟ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ୍‌ଙ୍କ ପରିବାରର କଲ୍ୟାଣ ପାଇଁ ଦାନ କରିବା ପ୍ରତି ଭାରତୀୟଙ୍କ କର୍ତ୍ତବ୍ୟ: ମୋଦି

ନୂଆଦିଲ୍ଲୀ,୭।୧୨: ଦେଶ ସୁରକ୍ଷା କ୍ଷେତ୍ରରେ ଶହୀଦ୍‌ଙ୍କର ଅବଦାନ ଅତୁଳନୀୟ। ସେମାନଙ୍କ ପରିବାରର କଲ୍ୟାଣ ପାଇଁ ପ୍ରତି ଭାରତୀୟ ସାଧ୍ୟ ମୁତାବକ ଦାନ କରିବା ଆବଶ୍ୟକ ବୋଲି...

୧ ନିୟୁତ ଡଲାର ଦେବ ଏସ୍‌ଏଫ୍‌ଜେ

ନୂଆଦିଲ୍ଲୀ, ୩୦।୧୧(ଆଇଏଏନ୍‌ଏସ୍‌): ହଜାର ହଜାର କୃଷକ ଦିଲ୍ଲୀର ତିନୋଟି ଆନ୍ତଃରାଜ୍ୟ ସୀମାରେ ଆନ୍ଦୋଳନ ଚଳାଇଥିବାବେଳେ ବେଆଇନ ପୃଥକବାଦୀ ସଂଗଠନ ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ଗୋଳିଆ...

ଯୋଗୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବାଧ୍ୟରେ ୨୨ ପୋଲିସ ନେଲେ ଅବସର

ଭୋପାଳ,୯।୭: ଭ୍ରଷ୍ଟାଚାର ଓ ଅଳସୁଆ କର୍ମଚାରୀଙ୍କ ବିରୋଧରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏହି କ୍ରମରେ ବାରାଣସୀରେ ୫୦ ବର୍ଷରୁ ଊର୍ଦ୍ଧ୍ୱ...

ପିଓକେରେ ୧୫୦ରୁ ଅଧିକ ଆତଙ୍କବାଦୀ, ଅନୁପ୍ରବେଶ ଷଡ଼ଯନ୍ତ୍ର…

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଉତ୍ତେଜନା ହ୍ରାସ ପାଇଁ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ...

ଗୋଆରେ ରାମରାଜ୍ୟ, ୫ ବର୍ଷରେ ଶୂନ ଦୁର୍ନୀତି ମାମଲା…

ପଣଜୀ,୩।୧୧ : ଗୋଆ ସିବିଆଇ ସମ୍ମୁଖରେ ଏକ ନିଆରା ଉଦାହରଣ ସୃଷ୍ଟି ହୋଇଛି। ରାଜ୍ୟ ଏବେ ରାମରାଜ୍ୟରେ ପରିଣତ ହୋଇଛି। ଗତ ୫ ବର୍ଷ ମଧ୍ୟରେ...

ଦିନ ଟିଏ ଉପବାସ କରିବେ ଶରଦ

ମୁମ୍ବାଇ, ୨୩।୯: ରାଜ୍ୟ ସଭାରେ ରବିବାର କୃଷି ବିଲ୍‌ ଗୃହୀତ ସମୟରେ ହଟ୍ଟଗୋଳ କରିଥିବା ୮ଜଣ ଏମ୍‌ପିଙ୍କୁ ଚଳିତ ଅଧିବେଶନରୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହୋଇଥିବା...

ଚାଷୀଙ୍କୁ ଦଳି ଦେଇଥିବା ଏସ୍‌ୟୁଭିରେ ଥିଲେ ଭାଜପା ନେତା

ଲକ୍ଷ୍ନୌ,୧୯।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଚଳିତ ମାସ ୩ ତାରିଖରେ ଆନ୍ଦୋଳନରତ କୃଷକଙ୍କ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ଏସ୍‌ୟୁଭି ମାଡ଼ି ଯାଇଥିଲା। ଏଥିରେ ୪...

ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାରଙ୍କ ଜୀବନ ଯାଇଛି, ଏନ୍‌ସିଆର୍‌ବି ରିପୋର୍ଟ..

ନୂଆଦିଲ୍ଲୀ,୩୧।୧୦: ଦେଶରେ ଗତ ୨୦୨୦ ବର୍ଷରେ ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାର ଲୋକଙ୍କ ଜୀବନ ଯାଇଛି। ସାରା ଦେଶରେ ଗତ ବର୍ଷ ୧୩ ହଜାରରୁ ଅଧିକ...

Advertisement
Archives

Model This Week