ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ତେବେ ମୃତକଜଣଙ୍କ ହେଲେ ଭୁବନେଶ୍ୱରର ୭୨ ବର୍ଷିୟ ମହିଳା। ସେ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ତେବେ ମୃତକଜଣଙ୍କ ହେଲେ ଭୁବନେଶ୍ୱରର ୭୨ ବର୍ଷିୟ ମହିଳା। ସେ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।
ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି ): ସରକାରୀ ଅର୍ଥକୁ କିଭଳି ହରିଲୁଟ କରାଯାଏ, ତାହାର ଏକ ନଗ୍ନ ନମୁନା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ…
କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…
ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…
ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…
ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…
ଓ୍ବାଶିଂଟନ୍,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…
ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…
ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…