ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୧କୁ ବୃଦ୍ଧି ପାଇଛି। କେବଳ କଳାହାଣ୍ଡି ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri