ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୫କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୫କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…
ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…
ଭୁବନେଶ୍ୱର,୧।୧୦(ସୁନିତ୍ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…
ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…
ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…
କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…
ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…
ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…