ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ସୁନ୍ଦରଗଡ଼ର ୬୫ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ ରକ୍ତ ଚାପ, ହେପାଟାଇଟିସ୍ରେ ପୀଡ଼ିତ ଥିଲେ।
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ସୁନ୍ଦରଗଡ଼ର ୬୫ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ ରକ୍ତ ଚାପ, ହେପାଟାଇଟିସ୍ରେ ପୀଡ଼ିତ ଥିଲେ।
ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...
ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...
ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏଥିଲାଗି...
ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...
ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...
ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...
ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍’ ନାଇଟ୍ କ୍ଲବ୍ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍ବ୍କୁ ଭାଙ୍ଗିବା...
ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍ ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ...
