ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ସୁନ୍ଦରଗଡ଼ର ୬୫ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ ରକ୍ତ ଚାପ, ହେପାଟାଇଟିସ୍ରେ ପୀଡ଼ିତ ଥିଲେ।
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ସୁନ୍ଦରଗଡ଼ର ୬୫ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ ରକ୍ତ ଚାପ, ହେପାଟାଇଟିସ୍ରେ ପୀଡ଼ିତ ଥିଲେ।
ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…
ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…
ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…
ଆମଷ୍ଟେଲଭିନ୍,୨୧ା: ଚଳିତ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…
ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…
ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…