ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ କଟକ ଜିଲାର ୭୨ ବର୍ଷିୟ ବ୍ୟକ୍ତି। ଅନ୍ୟପଟେ ରାଜ୍ୟରେ ୩୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri