ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୨କୁ ବୃଦ୍ଧି ପାଇଛି। କେବଳ ମୟୁରଭଞ୍ଜ ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୨କୁ ବୃଦ୍ଧି ପାଇଛି। କେବଳ ମୟୁରଭଞ୍ଜ ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…
ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍ଆରଙ୍କଠାରୁ ଏକ…
ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍ଇଏଲ୍) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…
ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…
ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…
ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…
ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…
ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…