ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୨କୁ ବୃଦ୍ଧି ପାଇଛି। କେବଳ ମୟୁରଭଞ୍ଜ ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।