ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୭କୁ ବୃଦ୍ଧି ପାଇଛି। କେବଳ କେନ୍ଦ୍ରାପଡା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୭କୁ ବୃଦ୍ଧି ପାଇଛି। କେବଳ କେନ୍ଦ୍ରାପଡା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…
କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…
ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…
ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…
ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…
ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…
ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…
ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…