ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୩ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri