ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୭କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୭କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...
୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ...
ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...
ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...
ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...
କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...
ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି...
ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...
