ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି । ମୃତକ ଜଣଙ୍କ ପୁରୀ ଜିଲାର ।
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି । ମୃତକ ଜଣଙ୍କ ପୁରୀ ଜିଲାର ।
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…
ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…
ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…
ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…
ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…
ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…
ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…
ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…