୧ ଦେଶ ୩ ପ୍ରଧାନମନ୍ତ୍ରୀ ! ରାଜନୈତିକ ସଙ୍କଟରେ ପାକିସ୍ତାନ…

ଇସଲାମାବାଦ,୧୨।୨ : ଦୀର୍ଘ ଦିନ ଧରି ପାକିସ୍ତାନ ରାଜନୈତିକ ଏବଂ ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହୋଇଆସୁଛି। ସାଧାରଣ ନିର୍ବାଚନ ପରେ ଏହା ଅନ୍ତତଃପକ୍ଷେ ରାଜନୈତିକ ସଙ୍କଟରୁ ମୁକ୍ତ ହେବ ବୋଲି ବିଶ୍ୱାସ କରାଯାଉଥିଲା। କିନ୍ତୁ, ନିର୍ବାଚନ ଫଳାଫଳ ଆସିବା ପରେ ଏହି ସଙ୍କଟ ସମାପ୍ତ ହେବା ପରିବର୍ତ୍ତେ ଘନେଇବାରେ ଲାଗିଛି। ଏଠାରେ ରାଜନୈିକ ପରିସ୍ଥିତି ଏପରି ହୋଇଛି ଯେ ତିନି ନେତା ପ୍ରଧାନମନ୍ତ୍ରୀ ହେବାକୁ କିମ୍ବା ନିର୍ବାଚନରେ ଜିତିବାକୁ ଦାବି କରିଛନ୍ତି। ଯେତେବେଳେ କି, ନିର୍ବାଚନ ଫଳାଫଳରେ କେହି ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ହାସଲ କରିପାରି ନାହାନ୍ତି।

ଫଳାଫଳ ଆସିବା ପୂର୍ବରୁ ମଧ୍ୟ ତିନିଥର ପ୍ରଧାନମନ୍ତ୍ରୀ ଥିବା ନୱାଜ ସରିଫ ତାଙ୍କ ଦଳ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ)ର ବିଜୟ ଦାବି କରିଥିଲେ। ତବେ ଫଳାଫଳ ତାଙ୍କ ସପକ୍ଷରେ ନାହିଁ ଏବଂ ସେ ଏକ ମିଳିତ ମଞ୍ଚ ଗଠନ କରି ସରକାର ଗଠନ କରିବାକୁ ଚେଷ୍ଟା କରୁଛନ୍ତି।

ନୱାଜ ସରିଫଙ୍କ ବ୍ୟତୀତ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ)ର ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ମଧ୍ୟ ବିଜୟ ନେଇ କହିଛନ୍ତି। ଜେଲରେ ଥିବା ଇମ୍ରାନ ଏକ ଭିଡିଓ ମାଧ୍ୟମରେ ବିଜୟ ଦାବି କରିଥିଲେ। ତାଙ୍କ ଦ୍ୱାରା ସମର୍ଥିତ ପ୍ରାର୍ଥୀଙ୍କୁ ସେମାନଙ୍କ ବିଜୟ ପାଇଁ ଅଭିନନ୍ଦନ ଜଣାଇ ସେ କହିଛନ୍ତି ଭୋଟ ଦେଇ ଲୋକମାନେ ସେମାନଙ୍କର ସ୍ବାଧୀନତାର ମୂଳଦୁଆ ପକାଇଛନ୍ତି।

ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମୁଖ୍ୟ ବିଲାୱାଲ ଭୁଟ୍ଟୋ ଜାରଦାରୀ ପ୍ରଧାନମନ୍ତ୍ରୀ ହେବାର କୌଣସି ସ୍ଥିତିରେ ନାହାନ୍ତି। କିନ୍ତୁ ର୍ନିବାଚନ ଫଳାଫଳ ଏଭଳି ପରିସ୍ଥିତି ସୃଷ୍ଟି କରିଛି। ବାସ୍ତବରେ କେହି ସଂଖ୍ୟାଗରିଷ୍ଠତା ପାଇ ନାହାନ୍ତି, ତେଣୁ ନୱାଜ ସରିଫ ଏବଂ ବିଲାୱାଲ ଭୁଟ୍ଟୋଙ୍କ ଦଳ ମଧ୍ୟରେ ଏକ ମେଣ୍ଟ ହୋଇପାରେ ବୋଲି ଏକ ସମ୍ଭାବନା ରହିଛି। ଖବର ଅନୁଯାୟୀ, ବିଲାୱାଲ ଭୁଟ୍ଟୋ ଏକ ମେଣ୍ଟ ଗଠନ କରିପାରନ୍ତି କିନ୍ତୁ ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ପଦ ମଧ୍ୟ ମାଗିପାରିବେ। କୁହାଯାଉଛି ପିପିପି ପ୍ରଧାନମନ୍ତ୍ରୀ ପଦ ସହିତ ନୱାଜ ସରିଫଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ମଧ୍ୟ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri