ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଇଫ୍‌କୋର ୧ କୋଟି ଟଙ୍କା ପ୍ରଦାନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଇଣ୍ଡିଆନ୍‌ ଫାର୍ମର୍ସ ଫର୍ଟିଲାଇଜର କୋଅପରେଟିଭ୍‌ ଲିଃ (ଇଫ୍‌କୋ) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରାଯାଇଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଇଫ୍‌କୋର ବରିଷ୍ଠ ଅଧିକାରୀମାନେ ସାକ୍ଷାତ୍‌ କରି ୧ କୋଟି ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଇଫ୍‌କୋ ପରିଚାଳନା ନିର୍ଦ୍ଦେଶକ ଉଦୟ ଶଙ୍କର ଅଗସ୍ତି, ନିର୍ଦ୍ଦେଶକ କେ.ଜେ. ପଟେଲ ଏବଂ ଲୋକସମ୍ପର୍କ ଅଧିକାରୀ ପ୍ରସନ୍ନ ବେଉରା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। ଚେକ୍‌ ଗ୍ରହଣ କରି ମୁଖ୍ୟ ଶାସନ ସଚିବ ଜେନା ଇଫ୍‌କୋର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ସାଧୁବାଦ ଜଣାଇଥିଲେ। ଏହା ପୂର୍ବରୁ ଉକ୍ତ ଅଧିକାରୀମାନେ ୫-ଟି ସଚିବଙ୍କୁ ମଧ୍ୟ ସୌଜନ୍ୟମୂଳକ ସାକ୍ଷାତ୍‌ କରିଥିଲେ। ଏହାପରେ ଉକ୍ତ ଅଧିକାରୀମାନେ ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ୧୧ ଲକ୍ଷ ଟଙ୍କା ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri