ଧଉଳି ପାଇଁ ୧ କୋଟି ମଞ୍ଜୁର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଧଉଳି ଶାନ୍ତି ସ୍ଥୂପର ମରାମତି, ରକ୍ଷଣାବେକ୍ଷଣ, ସୌନ୍ଦର୍ଯ୍ୟକରଣ ଏବଂ ଏହାର ଆଖପାଖ ଅଞ୍ଚଳର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଖୋର୍ଦ୍ଧା ପ୍ରକଳ୍ପ ଅଧିକାରୀଙ୍କ ୨୦୧୯-୨୦ ସ୍ପେଶାଲ ପ୍ରୋବ୍ଲେମ ଫଣ୍ଡ(ଏସ୍‌ପିଏଫ୍‌) ଆକାଉଣ୍ଟରେ ଥିବା ୭୭୧.୮୩ ଲକ୍ଷ ଟଙ୍କାରୁ ଉକ୍ତ ଅର୍ଥ ଦେବାକୁ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ଖୋର୍ଦ୍ଧା ପିଡି ଡିଆରଡିଏଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅର୍ଥ ନିର୍ଦ୍ଧାରିତ ସମୟରେ ଖର୍ଚ୍ଚ କରିବା ନେଇ ଜିଲାପାଳ ନିଶ୍ଚିତ କରିବେ। ଅର୍ଥ ଖର୍ଚ୍ଚ ନେଇ ବିଭାଗକୁ ବିନିଯୋଗ ପ୍ରମାଣପତ୍ର(ୟୁସି) ଦେବାକୁ କୁହାଯାଇଛି।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଧଉଳି ଶାନ୍ତି ସ୍ଥୂପର ମରାମତି, ରକ୍ଷଣାବେକ୍ଷଣ ସହ ପାରିପାର୍ଶ୍ୱିକ ଉନ୍ନତୀକରଣ ପାଇଁ ଏସ୍‌ପିଏଫ୍‌ରୁ ୧ କୋଟି ଟଙ୍କା ଯୋଗାଇ ଦେବାକୁ ଉନ୍ନୟନ କମିଶନରଙ୍କୁ ଏପ୍ରିଲ ୩୦ ତାରିଖରେ ଚିଠି ଲେଖିଥିଲେ। ଧଉଳିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧ କୋଟି ଟଙ୍କା ମଞ୍ଜୁର କରିଥିବାରୁ ସେ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୩ା୨(ସ୍ବ.ପ୍ର.): ଯୁକ୍ତ ଦୁଇପରୀକ୍ଷା ବାତିଲ ଦାବିରେ ଅଲ୍‌ ଓଡ଼ିଶା ଷ୍ଟୁଡେଣ୍ଟ ୟୁନିଅନ ପକ୍ଷରୁ ଛାତ୍ରୀଛାତ୍ର ସ୍ଥାନୀୟ ଗାନ୍ଧୀ ଛକରେ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି।...

ବେଆଇନ ପାର୍କିଂ ରୋକିବ ‘ମୋ ପାର୍କିଂ’ ଆପ୍‌

ଭୁବନେଶ୍ୱର,୨୧।୮(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରରେ ଆଉ ହେବନି ପାର୍କିଂ ସମସ୍ୟା। ବେଆଇନ ପାର୍କିଂ ଓ ଫି ବାଟମାରଣା ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌)...

ଆଜି ସରୁଛି କଟନ ଫାବ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ): ବିଭିନ୍ନ ଡିଜାଇନ୍‌ର ଆକର୍ଷଣୀୟ ଶାଢ଼ି, ଚୁଡ଼ି, ସାଲ୍‌ୱାର, ବ୍ୟାଗ୍‌, କୁର୍ତ୍ତି, ଜ୍ୟାକେଟ, ଜୋତା, ଅଳଙ୍କାର, ଘରୋପକରଣର ସମ୍ଭାରରେ ଭରପୂର ହୋଇଛି କଟନ ଫାବ୍‌ ପ୍ରଦର୍ଶନୀ।...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ସୁନ୍ଦରଗଡ଼ ଆଗରେ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଆଜି ରାଜ୍ୟରୁ ୬୪ ପଜିଟିଭ୍‌ ଚିହ୍ନଟ, ୩,୩୮,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୦୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ମାଟ୍ରିକ ପ୍ରମାଣପତ୍ରରେ ତ୍ରୁଟି, ଅନ୍ଧାରରେ ଛାତ୍ରଙ୍କ ଭବିଷ୍ୟତ

ମହାକାଳପଡ଼ା,୧ା୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗୋଗୁଆ ପଞ୍ଚାୟତ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ...

ଭୁବନେଶ୍ୱରରେ ହୋମ୍‌ ଡେଲିଭରି କରିବେ ୨୮ ଷ୍ଟୋର୍‌

ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଭୁବନେଶ୍ୱରର ଲୋକଙ୍କ ଘରେ ପହଞ୍ଚତ୍ବ ଅତ୍ୟାବଶ୍ୟକ ସାମଗ୍ରୀ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ବ୍ୟବସ୍ଥ ହୋଇଥିବାବେଳେ ରିଲାଏନ୍ସ ଫ୍ରେଶ, ବିଗ୍‌ ବଜାର, ବିଶାଲ...

ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ...

Advertisement
Archives

Model This Week